ରାଜପଥ ପାର୍ଶ୍ୱ ହୋଟେଲରେ ଚଢାଉ

ଜଳେଶ୍ୱର, ୨୪ା୧୧(ଡି.ଏନ.ଏ.)-ଜଳେଶ୍ୱର ନିକଟ ଦେଇ ଯାଇଥିବା ୬୦ନଂ. ଜାତୀୟ ରାଜପଥର ପାର୍ଶ୍ୱରେ ଥିବା ବିଭିନ୍ନ ହୋଟେଲରେ ଦେହ ବ୍ୟବସାୟ ଚାଲିଥିବା ଖବରପାଇ ରବିବାର ସକାଳେ ପୋଲିସ ଚଢାଉ କରିଥିଲା। ହୋଟେଲ ମାଲିକମାନେ ପୂର୍ବରୁ ଏ ସମ୍ପର୍କରେ ଜାଣିପାରି ସତର୍କ ହୋଇଯାଇଥିଲେ। ଫଳରେ ପୋଲିସ କୌଣସି ସୁରାଗ ନ ପାଇ ଖାଲି ହାତରେ ଫେରିବାକୁ ପଡିଥିଲା। ଏହାପରେ ଜଳେଶ୍ୱର-ସୁନାକଣିଆ ରାସ୍ତାର ଚନ୍ଦନା ନିକଟରେ ପୋଲିସ ଚଳାଚଳ କରୁଥିବା ଯାନବାହନଗୁଡିକୁ ଅଟକାଇ ଯାଞ୍ଚ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ ମଦ: ଚଢ଼ାଉ କରି ଧରିଲା ପୋଲିସ

ବଞ୍ଚୋ,୧।୬(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ଦୀର୍ଘଦିନ ଧରି ବେଆଇନ ଭାବେ ମଦ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି…

ତମାଖୁ ସେବନଠାରୁ ଦୂରେଇ ରହିବାକୁ ଆହ୍ବାନ: ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ…

ଭଞ୍ଜନଗର,୧।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାଖାରେ ରବିବାର ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏଥିରେ ଶାଖାର ସଂଯୋଜିକା ସନ୍ତୋସିନୀ…

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

ଗୁଣପୁରର ସୁଧାରାଣୀଙ୍କୁ ସମ୍ମାନସୂଚକ ଡକ୍ଟରେଟ୍, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗୁଣପୁର,୧।୬(ସଂକେତ ପାତ୍ର): ରାୟଗଡ଼ା ଜିଲାର ଗୁଣପୁର ସହର ପୁରୁଣା ବସ୍‌ଷ୍ଟାଣ୍ଡ ଅଞ୍ଚଳସ୍ଥ ବେବର୍ତ୍ତା ସାହିର ବାସିନ୍ଦା ତଥା ସମାଜସେବୀ ଚିନାରି ସୁଧାରାଣୀ (୪୩ଙ୍କୁ ତାଙ୍କର ଉଲ୍ଲେଖନୀୟ ସାମାଜିକ…

OMC ଗେଟ୍‌ରେ ତାଲା ପକାଇଲେ ସୁରକ୍ଷାକର୍ମୀ

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ଖରା, ବର୍ଷା ଶୀତ କାକରକୁ ଖାତିର ନ କରି ଖଣିକୁ ସୁରକ୍ଷା ଦେଲେ। ଅପ୍ରୀତିକର ପରିସ୍ଥିତିର ମୁକାବିଲା କରି ନିଜ ଜୀବନକୁ ବାଜି ଲଗାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri