ଜୟପୁର, ୫।୬: ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ କଂଗ୍ରେସରେ ଫାଟ ସୃଷ୍ଟି ହୋଇଛି। ରାଜସ୍ଥାନ ବିଧାନସଭା ନିର୍ବାଚନରେ ବିଜୟ ହାସଲ କରି ସରକାର ଗଢିଥିବା କଂଗ୍ରେସରେ ଏବେ ଦଳୀୟ କନ୍ଦଳ ଦେଖାଦେଇଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ହଟାଇ ସଚିନ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ କରାଯାଉ ବୋଲି ଦାବି ହେଉଛି। କଂଗ୍ରେସ ବିଧାୟକ ବି.ଆର୍ ମୀଣା ସଚିନଙ୍କ ଭଳି ଯୁବ ଚେହେରାଙ୍କୁ ମୁଖ୍ୟମନ୍ତ୍ରୀ ପଦ ମିଳିଥିଲେ କଂଗ୍ରେସ ଲୋକ ସଭା ନିର୍ବାଚନରେ ରାଜ୍ୟରେ ଭଲ ପ୍ରଦର୍ଶନ କରିଥାନ୍ତା। କଂଗ୍ରେସ ପରାଜୟ ପାଇଁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ହଁି ଦାୟୀ ବୋଲି ମୀଣା ଖୋଲାଖୋଲି କହିଛନ୍ତି। ସୂଚନାଯୋଗ୍ୟ, ଗତ ଲୋକ ସଭା ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ପୁଅ ବୈଭବ ଗେହଲଟଙ୍କୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ପୁଅ ନିର୍ବାଚନରେ ପରାସ୍ତ ହେବା ପରେ ପାଇଲଟଙ୍କୁ ଦୋଷ ଦେଇଥିଲେ ମୁଖ୍ୟମନ୍ତ୍ରୀ। ଏହାକୁ ନେଇ ଦଳୀୟ ଅସନ୍ତୋଷ ବଢିଚାଲିଛି।
Posted inଆମ ଜିଲା ଖବର View All
ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ
ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…
ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…
୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା
ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…
ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…
୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର
ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…
ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର
କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…
ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…
ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ
ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…
Archives

