ରାଜସ୍ଥାନ କଂଗ୍ରେସରେ ଫାଟ: ପାଇଲଟଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ

ଜୟପୁର, ୫।୬: ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ କଂଗ୍ରେସରେ ଫାଟ ସୃଷ୍ଟି ହୋଇଛି। ରାଜସ୍ଥାନ ବିଧାନସଭା ନିର୍ବାଚନରେ ବିଜୟ ହାସଲ କରି ସରକାର ଗଢିଥିବା କଂଗ୍ରେସରେ ଏବେ ଦଳୀୟ କନ୍ଦଳ ଦେଖାଦେଇଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ହଟାଇ ସଚିନ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ କରାଯାଉ ବୋଲି ଦାବି ହେଉଛି। କଂଗ୍ରେସ ବିଧାୟକ ବି.ଆର୍‌ ମୀଣା ସଚିନଙ୍କ ଭଳି ଯୁବ ଚେହେରାଙ୍କୁ ମୁଖ୍ୟମନ୍ତ୍ରୀ ପଦ ମିଳିଥିଲେ କଂଗ୍ରେସ ଲୋକ ସଭା ନିର୍ବାଚନରେ ରାଜ୍ୟରେ ଭଲ ପ୍ରଦର୍ଶନ କରିଥାନ୍ତା। କଂଗ୍ରେସ ପରାଜୟ ପାଇଁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ହଁି ଦାୟୀ ବୋଲି ମୀଣା ଖୋଲାଖୋଲି କହିଛନ୍ତି। ସୂଚନାଯୋଗ୍ୟ, ଗତ ଲୋକ ସଭା ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ପୁଅ ବୈଭବ ଗେହଲଟଙ୍କୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ପୁଅ ନିର୍ବାଚନରେ ପରାସ୍ତ ହେବା ପରେ ପାଇଲଟଙ୍କୁ ଦୋଷ ଦେଇଥିଲେ ମୁଖ୍ୟମନ୍ତ୍ରୀ। ଏହାକୁ ନେଇ ଦଳୀୟ ଅସନ୍ତୋଷ ବଢିଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦରୁ ସାନଭାଇଙ୍କୁ ପିଟି ହତ୍ୟା: ବଡ଼ଭାଇ-ଭାଉଜଙ୍କ ସହ ବନ୍ଧା ହେଲେ ୫

ମହାକାଳପଡ଼ା,୧୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବାରଡ଼ାଙ୍ଗ ନାଉରୀ ସାହିରେ ଗୁରୁବାର ସାରେ ଏକ ପରିବାର ମଧ୍ୟରେ ଜମି ବାଡ଼ି ବିବାଦ ଓ ମାଟି…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

ଚଳନ୍ତା ଟ୍ରେନ୍‌ ଆଗକୁ ବାଇକ୍‌ ଧରି ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…

ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

୨୫ରୁ ଅଧିକ ଶ୍ରମିକ ନେଇ ଆସୁଥିବା ପିକଅପ ଭ୍ୟାନ ଓଲଟିଲା, ଆହତ ହସ୍ପିଟାଲରେ ଭର୍ତ୍ତିି

ବାସୁଦେବପୁର,୧୬।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ସଦର ମହକୁମାରୁ ବାସୁଦେବପୁରକୁ ଏକ ଛାତ ଢାଳିବାକୁ ଏକ ପିକଅପରେ ଆସୁଥିବା ୨୫ରୁ ଅଧିକ ଶ୍ରମିକ ଶନିବାର ସଡ଼କ ଦୁର୍ଘଟଣାର…

ଘରପୋଡ଼ି କ୍ଷତିଗ୍ରସ୍ତଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ, ବସ୍ତ୍ର, ଆବଶ୍ୟକୀୟ ସାମଗ୍ରୀ ସହ ଦେଲେ…

ବଲାଙ୍ଗୀର, ୧୬।୫ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକର ବୁଢ଼ୀସିଣ୍ଡୋଲ ଗାଁର ଡାଙ୍ଗଗୋଠ ଠାରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟି ତିନିଜଣ ବ୍ୟକ୍ତିଙ୍କ ଘର…

ଢୋଲମହୁଲ ଗୋଚର ଜମିରେ ବେଆଇନ ଆଡ଼ିବନ୍ଧ ନିର୍ମାଣ: ଖରିଫ ଚାଷ ପ୍ରଭାବିତ ଆଶଙ୍କା

ଲୋଇସିଂହା,୧୬।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ବୁର୍ଡା ମୌଜାର ଢୋଲମହୁଲ ଗୋଚର ଜମି ଉପରେ ଏବେ ଜମି ବ୍ୟବସାୟୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ବର୍ଷ ବର୍ଷ ଧରି…

ରାସ୍ତା ମରାମତି ନାଁରେ ପ୍ରହସନ: ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି):ରାସ୍ତା ମରାମତି ପରିବର୍ତ୍ତେ କେବଳ ସୂଚନା ଫଳକରେ ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା କରାଯାଇଛି। ଏଭଳି ଘଟଣା ଥୁଆମୂଳ ରାମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri