ପାତ୍ରପୁର, ୨୧ା୧୨(ଡି.ଏନ୍.ଏ.): ପାତ୍ରପୁର ତହସିଲ ଅଧୀନ ଶରଧାପୁରଠାରେ ଜୟନ୍ତୀପୁର ରାଜସ୍ବ ନିରୀକ୍ଷକଙ୍କୁ ଠେଲାପେଲା କରି ବେଆଇନ୍ ଇଟାଗାଡ଼ିକୁ ଛଡ଼ାଇ ନେଇଥିବା ଗୁରୁବାର ଜରଡ଼ା ଥାନାରେ ଅଭିଯୋଗ ହୋଇଛି।
୧୭ ତାରିଖରେ ପାତ୍ରପୁର ତହସିଲଦାର ଶ୍ରୀନିବାସ ବେହେରାଙ୍କ ନିର୍ଦ୍ଦେଶରେ ରାଜସ୍ବ ନିରୀକ୍ଷକ ସତ୍ୟବାଦୀ ବେହେରା ଓ କର୍ମଚାରୀ ବିଭିନ୍ନ ସ୍ଥାନରେ ଗାଡ଼ିକୁ ତଲାସି କରୁଥିଲେ। ଏହି ସମୟରେ ବି. ନୂଆଗାଁ ପଞ୍ଚାୟତ ଶରଧାପୁର ନିକଟରେ ରାଜସ୍ବ ନିରୀକ୍ଷକ ଆନ୍ଧ୍ରର ଏକ ଇଟା ବୋଝେଇ ଟ୍ରକ୍କୁ ଅଟକାଇ କାଗଜପତ୍ର ଯାଞ୍ଚ କରିଥିଲେ। ହେଲେ ଚାଳକ କୌଣସି କାଗଜ ପତ୍ର ଦେଖାଇ ପାରି ନ ଥିଲେ । ପରେ ସମ୍ପୃକ୍ତ ଚାଳକ ଫୋନ ଯୋଗେ ଇଟାଭାଟି ମାଲିକଙ୍କୁ କହିଥିଲେ। ଗାଡ଼ି ମାଲିକ ସେଠାରେ କିଛି ଲୋକ ସହ ପହଞ୍ଚତ୍ ରାଜସ୍ବ ନିରୀକ୍ଷକଙ୍କୁ ଠେଲାପେଲା କରିବା ସହ ଗାଡ଼ିକୁ ଜୋରଜବରଦସ୍ତ ନେଇଯାଇଥିଲେ। ଏ ନେଇ ରାଜସ୍ବ ନିରୀକ୍ଷକ ତହସିଲଦାରଙ୍କୁ ଜଣାଇବା ପରେ ଥାନାରେ ଅଭିଯୋଗ କରିଥିଲେ।
ସୁନା ଭର୍ତ୍ତି ବ୍ୟାଗ୍ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…
ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ
ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…
ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…
ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର
ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…
ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…
ପ୍ରଥମଥର ପାଇଁ ଅନୁଷ୍ଠିତ ହେବ ସାମାଜିକ ଅପେରା ଟୁର୍ନାମେଣ୍ଟ: ବୈଠକରେ ବଡ଼ ନିଷ୍ପତ୍ତି, ଏହି ଦିନ କରାଯିବା ନେଇ…
ଗଞ୍ଜାମ,୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଥମଥର ପାଇଁ ସାମାଜିକ ଅପେରା ନାଟକ ଟୁର୍ନାମେଣ୍ଟର ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ଝାରେଡି ରାଧାଗୋବିନ୍ଦପୁର…
ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…
ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…
Archives

