ରାଜସ୍ବ ନିରୀକ୍ଷକଙ୍କୁ ଠେଲାପେଲା ଅଭିଯୋଗ: ଇଟା ବୋଝେଇ ଟ୍ରକ ଛଡ଼ାଇ ନେଲେ ମାଲିକ

ପାତ୍ରପୁର, ୨୧ା୧୨(ଡି.ଏନ୍‌.ଏ.): ପାତ୍ରପୁର ତହସିଲ ଅଧୀନ ଶରଧାପୁରଠାରେ ଜୟନ୍ତୀପୁର ରାଜସ୍ବ ନିରୀକ୍ଷକଙ୍କୁ ଠେଲାପେଲା କରି ବେଆଇନ୍‌ ଇଟାଗାଡ଼ିକୁ ଛଡ଼ାଇ ନେଇଥିବା ଗୁରୁବାର ଜରଡ଼ା ଥାନାରେ ଅଭିଯୋଗ ହୋଇଛି।
୧୭ ତାରିଖରେ ପାତ୍ରପୁର ତହସିଲଦାର ଶ୍ରୀନିବାସ ବେହେରାଙ୍କ ନିର୍ଦ୍ଦେଶରେ ରାଜସ୍ବ ନିରୀକ୍ଷକ ସତ୍ୟବାଦୀ ବେହେରା ଓ କର୍ମଚାରୀ ବିଭିନ୍ନ ସ୍ଥାନରେ ଗାଡ଼ିକୁ ତଲାସି କରୁଥିଲେ। ଏହି ସମୟରେ ବି. ନୂଆଗାଁ ପଞ୍ଚାୟତ ଶରଧାପୁର ନିକଟରେ ରାଜସ୍ବ ନିରୀକ୍ଷକ ଆନ୍ଧ୍ରର ଏକ ଇଟା ବୋଝେଇ ଟ୍ରକ୍‌କୁ ଅଟକାଇ କାଗଜପତ୍ର ଯାଞ୍ଚ କରିଥିଲେ। ହେଲେ ଚାଳକ କୌଣସି କାଗଜ ପତ୍ର ଦେଖାଇ ପାରି ନ ଥିଲେ । ପରେ ସମ୍ପୃକ୍ତ ଚାଳକ ଫୋନ ଯୋଗେ ଇଟାଭାଟି ମାଲିକଙ୍କୁ କହିଥିଲେ। ଗାଡ଼ି ମାଲିକ ସେଠାରେ କିଛି ଲୋକ ସହ ପହଞ୍ଚତ୍ ରାଜସ୍ବ ନିରୀକ୍ଷକଙ୍କୁ ଠେଲାପେଲା କରିବା ସହ ଗାଡ଼ିକୁ ଜୋରଜବରଦସ୍ତ ନେଇଯାଇଥିଲେ। ଏ ନେଇ ରାଜସ୍ବ ନିରୀକ୍ଷକ ତହସିଲଦାରଙ୍କୁ ଜଣାଇବା ପରେ ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍ ୱାର୍ଡରଙ୍କ ଦବଙ୍ଗଗିରି! ବିଚ୍ ରାସ୍ତାରେ ଯୁବକଙ୍କୁ ଚାପୁଡ଼ା, ଭିଡିଓ ଭାଇରାଲ

ବ୍ରହ୍ମପୁର,୧୨।୬(ସୁବାସ ଚନ୍ଦ୍ର ପାଢ଼ୀ) : ବ୍ରହ୍ମପୁର ମଣ୍ଡଳ କାରାଗାର ମୁଖ୍ୟ ଫାଟକ ସମ୍ମୁଖରେ ଜେଲ ଓ୍ବାର୍ଡର ଜଣେ ଯୁବକଙ୍କୁ ମାଡ ମାରୁଥିବା ଭିଡିଓ ଭାଇରାଲ ହେଉଛି ।…

ବିଳମ୍ବରେ ହେଲେ ମଧ୍ୟ ଗଞ୍ଜାମ ସହରରେ ଲାଗିଲା ଷ୍ଟ୍ରିଟ ଲାଇଟ, ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୧୨।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହରବାସୀଙ୍କ ବହୁ ଦିନର ଦାବି ପୂରଣ ହୋଇଛି । ବିଳମ୍ବରେ ହେଲେ ମଧ୍ୟ ଗଞ୍ଜାମ ସହର ବଡ଼ ବଜାର, ସାନ ବଜାର…

ବ୍ରହ୍ମପୁରରେ ଲଜ୍ଜା: କଲେଜ ଛାତ୍ରୀଙ୍କୁ ଲଜ୍‌କୁ ନେଇ ବଳାତ୍କାର କଲେ ପୁରୁଷବନ୍ଧୁ, ତାପରେ….

ବ୍ରହ୍ମପୁର,୧୨।୬(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ନାବାଳିକା ଛାତ୍ରୀଙ୍କୁ ଲଜ୍‌କୁ ନେଇ ବଳାତ୍କାର ଅଭିଯୋଗରେ ବ୍ରହ୍ମପୁର ନିମଖଣ୍ଡି ଥାନା ପୋଲିସ ଅଭିଯୁକ୍ତ ନାବାଳକଙ୍କୁ ଧରିଛି। ଗୁରୁବାର ତାଙ୍କୁ ଜୁଭେନାଇଲ…

ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ଜୋର୍‌ସୋରରେ ପ୍ରସ୍ତୁତି : ୧୩ରୁ ୧୫ ତାରିଖ ଯାଏ ଚାଲିବ ଏହି ସବୁ କାର୍ଯ୍ୟକ୍ରମ

ଛତ୍ରପୁର, ୧୧।୬ (ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ଦୁଇବର୍ଷର ସଫଳ କାର୍ଯ୍ୟକାଳ ପୂର୍ତ୍ତି ଉପଲକ୍ଷେ ଗଞ୍ଜାମ ଜିଲାରେ ଜିଲା, ବ୍ଲକ ଓ ଗ୍ରାମ ପଞ୍ଚାୟତସ୍ତରରେ ପ୍ରଦର୍ଶନୀ ମେଳା…

କାଳିଞ୍ଜି ସମାଜର ପ୍ରତିଭା ସମ୍ମାନ ଉତ୍ସବ: ମାଟ୍ରିକ, +୨ର କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କଲେ ବିଧାୟକ

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସଭାଗୃହଠାରେ ଓଡ୍ର ଖଣ୍ଡାୟତ କାଳିଞ୍ଜି ସମାଜ, କଇଁଣ୍ଡି ଆଞ୍ଚଳିକ ପରିଷଦ, ଭଞ୍ଜନଗର ତରଫରୁ ଗୁରୁବାର ପ୍ରତିଭା…

ଫାଇନାଲରେ ସ୍ଥାନ ପକ୍କା କଲା ଏହି ଦଳ, ଶ୍ରେଷ୍ଠ ଖେଳାଳି ଭାବେ ପୁରସ୍କୃତ ହେଲେ…

ଦିଗପହଣ୍ଡି,୧୧।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମ ଖେଳପଡିଆରେ ବୃନ୍ଦାବନ ଚନ୍ଦ୍ର ସ୍ପୋର୍ଟିଙ୍ଗ କ୍ଳବ ପକ୍ଷରୁ ସ୍ବର୍ଗତ କୃଷ୍ଣଚନ୍ଦ୍ର ଏବଂ…

ଭଞ୍ଜନଗରରେ ରଜ ମହୋତ୍ସବ ପାଳିତ, ଋତୁସ୍ରାବକୁ ନେଇ ସଚେତନ କରାଇଲେ ସିଡିପିଓ

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବନ ବିହାର ପରିସରରେ ଗୁରୁବାର ରଜ ମହୋତ୍ସବ ପାଳିତ ହୋଇଯାଇଛି । ଆଇନା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଋତୁସ୍ରାବ…

ପଞ୍ଚଭୂତରେ ଲୀନ ହେଲେ ଛତ୍ରପୁର ପୌରପରିଷଦ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଶେଷକୃତ୍ୟରେ ସାମିଲ ହେଲେ ହଜାର ହଜାର…

ଛତ୍ରପୁର,୧୧।୬(ଦିଲୀପ ସାମଲ): ଛତ୍ରପୁର ପୌରପରିଷଦରେ ସମସ୍ତଙ୍କ ଆଖିକୁ ଲୁହରେ ଓଦା କରି ପଞ୍ଚଭୂତରେ ଲୀନ ହେଲେ ଛତ୍ରପୁର ପୌରପରିଷଦ ଅଧ୍ୟକ୍ଷା ସ୍ଵର୍ଗତା ଶର୍ମିଷ୍ଠା ପ୍ରଧାନ। ମୃତ୍ୟୁ ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri