ରାଜାଙ୍କର ଅଛନ୍ତି ୬୦ ସ୍ତ୍ରୀ…

ପୂର୍ବକାଳରେ ରାଜାମାନଙ୍କର ଏକାଧିକ ସ୍ତ୍ରୀ ରହୁଥିବାର ନଜିର ରହିଛି । ସେହିପରି ବର୍ତ୍ତମାନର ଆଧୁନିକ ଯୁଗରେ ମଧ୍ୟ ରହିଛି କେତେଜଣ ରାଜାଙ୍କର ଥାଟବାଟ। ନାଗାଲାଣ୍ଡର ଲୋଙ୍ଗବା ଗ୍ରାମରେ ନଗୋବାଙ୍ଗ ବୋଲି ଜଣେ ରାଜା ଅଛନ୍ତି । ତାଙ୍କର ୬୦ସ୍ତ୍ରୀ ଥିଲାବେଳେ ତାଙ୍କ ଖାଇବା ଟେବୁଲ ମ୍ୟାନ୍‌ମାରରେ ରହିଛି । ଆଉ ଶୋଇବା ଘର ଭାରତରେ ରହିଛି । ଗ୍ରାମରେ ମୁଖ୍ୟତଃ କୋନ୍ୟାକ ଜନଜାତିର ଲୋକ ବସବାସ କରିଥାନ୍ତି । ଏଠାକାର ୭୫ଟି ଗ୍ରାମରେ ରାଜାଙ୍କର ଶାସନ ଚଳିଥାଏ । ଲୋଙ୍ଗବା ଗ୍ରାମର ଅଧା ଅଂଶ ମ୍ୟାନ୍‌ମାରରେ ଥିବାବେଳେ ଅଧା ଅଂଶ ଭାରତ ସୀମାରେ ରହିଛି । ରାଜାଙ୍କର ଘର ମଝି ଦେଇ ଯାଇଛି ମ୍ୟାନ୍‌ମାର-ଭାରତର ସୀମାରେଖା । ତେଣୁ ରାଜାଙ୍କ ଖାଇବା ଘର ମ୍ୟାନ୍‌ମାର ପଟେ ଥିବାବେଳେ ଶୋଇବା ଘର ରହିଛି ଭାରତରେ । ଏହି ଅଞ୍ଚଳର ଲୋକଙ୍କୁ ଦୁଇ ଦେଶର ନାଗରିକତ୍ୱ ପ୍ରଦାନ କରାଯାଇଛି । ମ୍ୟାନ୍‌ମାର ଯିବାପାଇଁ ସେମାନଙ୍କର ଭିସା କିମ୍ବା ଭାରତ ପାଇଁ ପାସ୍‌ପୋର୍ଟର ଆବଶ୍ୟକତା ପଡି ନ ଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚନେଇ ବନ୍ଧାହେଲେ ବଡ଼ଗାଁ ଥାନା ଏଏସ୍‌ଆଇ

ସୁନ୍ଦରଗଡ,୧୩।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ବଡ଼ଗାଁ ଥାନା ପୋଲିସ, ଏଏସ୍‌ଆଇ ଅରୂପା ନନ୍ଦ ଦାସ ଗୁରୁବାର ସନ୍ଧ୍ୟାରେ ଜଣେ ଢାବା ମାଲିକଙ୍କଠାରୁ ୨୫,୦୦୦ଟଙ୍କା ଲାଞ୍ଚ ନେବା…

ଭୋଜିଖାଇ ଫେରିଲେ ସକାଳୁ ମିଳିଲାନି ବାଇକ୍‌ 

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ରାଜେଶ କୁମାର ରାଉତଙ୍କ ଏକ ବାଇକ୍‌କୁ କେହି ଦୁର୍ବୃତ୍ତ ତାଙ୍କ ଘର ସମ୍ମୁଖରୁ ଚୋରି…

ଆମେରିକାର ବଡ଼ ଦାବି: ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଗୁରୁତର ଆହତ

ୱାଶିଂଟନ୍‌,୧୩।୩: ଆମେରିକାର ପ୍ରତିରକ୍ଷା ସଚିବ ପିଟ୍‌ ହେଗସେଠ୍‌ ଏକ ବଡ଼ ଦାବି କରିଛନ୍ତି। ଇରାନର ନୂଆ ସୁପ୍ରିମ ଲିଡର ମୋଜତାବା ଖାମନେଇ ଗୁରୁତର ଆହତ ହୋଇଥିବା ଏକ…

ୱାରେଣ୍ଟିଙ୍କୁ କୋର୍ଟଚାଲାଣ

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର କୁକୁଡ଼ାଖଣ୍ଡି ବ୍ଲକ ବଣିଆମାରି ଗ୍ରାମର ବିପ୍ର ମଲ୍ଲିକଙ୍କୁ କୋର୍ଟ ୱାରେଣ୍ଟ ବଳରେ ଗିରଫ କରି ବ୍ରହ୍ମପୁର…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ବଲାଙ୍ଗୀର,କଣ୍ଟାବାଞ୍ଜି,୧୩।୩ ( ସୁନିଲ କୁମାର ମହାନ୍ତି, ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନର ଜଣେ ଛାତ୍ରଙ୍କ ଶୁକ୍ରବାର ବଲାଙ୍ଗୀର ଭୀମ…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ:  ସଭାପତି, ସମ୍ପାଦକ ପ୍ରାର୍ଥୀ କଲେ ନାମାଙ୍କନ ପ୍ରତ୍ୟାହାର 

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ  ଅନୁଷ୍ଠିତ ହେବ।…

ରନ୍ଧନ ଗ୍ୟାସ୍‌ର ଅଚଳାବସ୍ଥା ନେଇ ଗର୍ଜିଲା କଂଗ୍ରେସ

ନୂଆପଡ଼ା,୧୩ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ରନ୍ଧନ ଗ୍ୟାସକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥାକୁ ନେଇ ଶୁକ୍ରବାର ଜିଲା କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି। ଜିଲା କଂଗ୍ରେସ…

ଶ୍ରୀମନ୍ଦିରରେ ରକ୍ତଛିଟା: ଭିତର କାଠ ଦର୍ଶନ ବିଳମ୍ବ

ପୁରୀ,୧୩।୩: ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ। ରକ୍ତଛିଟା ପଡ଼ିଥିବାରୁ ଶ୍ରୀମନ୍ଦିରରେ ହେଲା ବଡ଼ ମହାସ୍ନାନ। ଗର୍ଭଗୃହ ଭିତର ପାହାଚ ପାଖରେ ରକ୍ତଛିଟା ପଡ଼ିଥିବା ଦେଖିବାକୁ ମିଳିଥିଲା। ମହାପ୍ରସାଦ ଆଣିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri