ରାଜାଙ୍କର ଅଛନ୍ତି ୬୦ ସ୍ତ୍ରୀ…

ପୂର୍ବକାଳରେ ରାଜାମାନଙ୍କର ଏକାଧିକ ସ୍ତ୍ରୀ ରହୁଥିବାର ନଜିର ରହିଛି । ସେହିପରି ବର୍ତ୍ତମାନର ଆଧୁନିକ ଯୁଗରେ ମଧ୍ୟ ରହିଛି କେତେଜଣ ରାଜାଙ୍କର ଥାଟବାଟ। ନାଗାଲାଣ୍ଡର ଲୋଙ୍ଗବା ଗ୍ରାମରେ ନଗୋବାଙ୍ଗ ବୋଲି ଜଣେ ରାଜା ଅଛନ୍ତି । ତାଙ୍କର ୬୦ସ୍ତ୍ରୀ ଥିଲାବେଳେ ତାଙ୍କ ଖାଇବା ଟେବୁଲ ମ୍ୟାନ୍‌ମାରରେ ରହିଛି । ଆଉ ଶୋଇବା ଘର ଭାରତରେ ରହିଛି । ଗ୍ରାମରେ ମୁଖ୍ୟତଃ କୋନ୍ୟାକ ଜନଜାତିର ଲୋକ ବସବାସ କରିଥାନ୍ତି । ଏଠାକାର ୭୫ଟି ଗ୍ରାମରେ ରାଜାଙ୍କର ଶାସନ ଚଳିଥାଏ । ଲୋଙ୍ଗବା ଗ୍ରାମର ଅଧା ଅଂଶ ମ୍ୟାନ୍‌ମାରରେ ଥିବାବେଳେ ଅଧା ଅଂଶ ଭାରତ ସୀମାରେ ରହିଛି । ରାଜାଙ୍କର ଘର ମଝି ଦେଇ ଯାଇଛି ମ୍ୟାନ୍‌ମାର-ଭାରତର ସୀମାରେଖା । ତେଣୁ ରାଜାଙ୍କ ଖାଇବା ଘର ମ୍ୟାନ୍‌ମାର ପଟେ ଥିବାବେଳେ ଶୋଇବା ଘର ରହିଛି ଭାରତରେ । ଏହି ଅଞ୍ଚଳର ଲୋକଙ୍କୁ ଦୁଇ ଦେଶର ନାଗରିକତ୍ୱ ପ୍ରଦାନ କରାଯାଇଛି । ମ୍ୟାନ୍‌ମାର ଯିବାପାଇଁ ସେମାନଙ୍କର ଭିସା କିମ୍ବା ଭାରତ ପାଇଁ ପାସ୍‌ପୋର୍ଟର ଆବଶ୍ୟକତା ପଡି ନ ଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ...

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri