ରାଜା ବେଶରେ ସଜ୍ଜିତ ୩ ଠାକୁର

ଆରଡି, ୭।୫, (ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିରେ ଥିବା ଜଗନ୍ନାଥ ମନ୍ଦିରରେ ଗୁରୁବାର ଚନ୍ଦନ ପୂର୍ଣ୍ଣିମାରେ ସ୍ବତନ୍ତ୍ର ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏଠାରେ ପୂଜା ପାଉଥିବା ୩ ଠାକୁର ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କୁ ରାଜା ବେଶରେ ସଜ୍ଜିତ କରାଯାଇଥିବା ନେଇ ସେବାୟତ ତପନ ପାଢୀ ସୂଚନା ଦେଇଛନ୍ତି। ଏହି ବେଶ ବର୍ଷକରେ ଥରେ ଅନୁଷ୍ଠିତ ହୋଇଥାଏ। ତେବେ କରୋନା କଟକଣା ଯୋଗୁ ଚଳିତ ବର୍ଷ ଭକ୍ତମାନେ ୩ ଠାକୁରଙ୍କ ସୁନାବେଶ ଦର୍ଶନରୁ ବଞ୍ଚିତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମ୍ ପ୍ରେମିକଙ୍କ ସହ ବିବାହ କରିବାକୁ ରାଜି ହେଲେନି ମା’; ଏମିତି ହତ୍ୟା କଲେ ଝିଅ, ଶୁଣିଲେ ଥରିଉଠିବ ଛାତି

ନୂଆଦିଲ୍ଲୀ,୭ା୧୦: ହରିୟାଣାର ସୋନିପତରୁ ଆସିଛି ଛାତିଥରା ଘଟଣା।ଇନଷ୍ଟାଗ୍ରାମ୍‌ରେ ହୋଇଥିବା ପ୍ରେମ ଓ ବିବାହ କରିବାକୁ ନେଇ ମା’ ପ୍ରତିବନ୍ଧକ ସାଜିବାରୁ ନିଜ ପ୍ରେମିକ ସହ ମିଶି ମା’ଙ୍କୁ…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

ୟୁଜର୍ସଙ୍କୁ ବଡ଼ ଝଟ୍‌କା: ରିଚାର୍ଜ ପ୍ଲାନ ହେଲା ମହଙ୍ଗା, ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍ଲୀ,୭।୧୦: ଏୟାରଟେଲ (Airtel) ନିଜର ପୋଷ୍ଟପେଡ ଗ୍ରାହକମାନଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ କରିଛି। କମ୍ପାନୀ ୮ ଅକ୍ଟୋବର ୨୦୨୬ରୁ ତାର ସମସ୍ତ ପୋଷ୍ଟପେଡ ପ୍ଲାନ ପୋର୍ଟଫୋଲିଓର…

ରସାୟନ ବିଜ୍ଞାନରେ ନୋବେଲ୍ ପୁରସ୍କାର ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସର୍ବୋଚ୍ଚ ସମ୍ମାନ

ଷ୍ଟକହୋମ,୭।୧୦: ରସାୟନ ବିଜ୍ଞାନ କ୍ଷେତ୍ରରେ ନୋବେଲ୍ ପୁରସ୍କାର ଘୋଷଣା କରାଯାଇଛି । ବୈଜ୍ଞାନିକ ହେନ୍ରି ବି. କାଗାନ୍ ଓ କେନ୍ସୋ ସୋଆଇଙ୍କୁ ପ୍ରଦାନ କରାଯାଇଛି । ରସାୟନ…

ଟିକେଟ୍ ନ ମିଳିବାରୁ ଭାଜପାକୁ ‘ଟାଟା ବାଏ-ବାଏ’, ଧର୍ମେନ୍ଦ୍ରଙ୍କ ପୋଷ୍ଟକୁ ନେଇ ହଲଚଲ

ଲକ୍ଷ୍ନୌ,୭।୧୦: ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ପରେ ବରେଲିର ପୂର୍ବତନ ଭାଜପା ଏମପି ଧର୍ମେନ୍ଦ୍ର କଶ୍ୟପଙ୍କ ଏକ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ରାଜନୀତି…

ଗୁରୁବାର ଓଡ଼ିଶା ବନ୍ଦ, କଣ ଖୋଲା-କଣ ବନ୍ଦ ଜାଣନ୍ତୁ

ଭୁବନେଶ୍ବର,୭।୧୦: ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ…

କୋମଲ ରାଣୀଙ୍କ ସହ ଗୋବିନ୍ଦାଙ୍କ ସମ୍ପର୍କକୁ ନେଇ କେଉଁ ବୟଫ୍ରେଣ୍ଡ କଥା ଉଠାଇଲେ କଶ୍ମୀରା ଶାହା? ଜାଣନ୍ତୁ ଏହା ପଛର କାହାଣୀ

ମୁମ୍ବାଇ: ହାସ୍ୟ ଅଭିନେତା କୃଷ୍ଣ ଅଭିଷେକଙ୍କ ପତ୍ନୀ ତଥା ଅଭିନେତ୍ରୀ କଶ୍ମୀରା ଶାହା ନିଜର ସ୍ପଷ୍ଟବାଦୀ ସ୍ବଭାବ ପାଇଁ ଜଣାଶୁଣା ଏବଂ ପ୍ରାୟତଃ ନିଜ ମନ୍ତବ୍ୟ ଯୋଗୁ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?