ରାଜ୍ୟରେ ଅସହ୍ୟ ଶୀତ, ଅନୁଗୋଳ ସବୁଠୁ ଥଣ୍ଡା ସହର

ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ): ସାରା ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଅସହ୍ୟ ଜାଡ଼ରେ ଥରୁଛି ସାରା ଓଡ଼ିଶା। ମଙ୍ଗଳବାର ରାଜ୍ୟର ୧୪ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ଏହା ସହିତ ଅନୁଗୋଳ ସବୁଠୁ ଥଣ୍ଡା ସହରରେ ପରିଣତ ହୋଇଛି। ମଙ୍ଗଳବାର ସକାଳୁ ଅନୁଗୋଳର ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ସେଲସିୟସ୍‌ ରହିଥିବା ରେକର୍ଡ କରାଯାଇଛି। ସେହିପରି ସୋନପୁରରେ ତାପମାତ୍ରା ୫.୬, ଦାରିଙ୍ଗିବାଡି ୬ ଡିଗ୍ରୀ, କେନ୍ଦୁଝର ୬.୨, ଫୁଲବାଣୀ ୬.୫ ଡିଗ୍ରୀ, ଟିଟଲାଗଡ ୮, ଝାରସୁଗୁଡା ୮ ଡିଗ୍ରୀ, ତାଳଚେର ୮.୬, ସମ୍ବଲପୁର ୮.୬, ସୁନ୍ଦରଗଡ ୯, କଟକ-୯, ବାଲେଶ୍ୱର ୯.୪, ହୀରାକୁଦ ୯.୬, ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୯.୮ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜ ଉପରେ ଟିକସ ଲଗାଇପାରିବେ କି? ଜାଣନ୍ତୁ କ’ଣ କହୁଛି ଅନ୍ତର୍ଜାତୀୟ ଆଇନ

ତେହରାନ,୧୬।୭: ବିଶ୍ୱ ରାଜନୈତିକ ଏବଂ ରଣନୈତିକ ମୋର୍ଚ୍ଚାରେ ଆମେରିକା ଏବଂ ଇରାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ପୁଣିଥରେ ସଂଘର୍ଷର ଏକ ପ୍ରମୁଖ କେନ୍ଦ୍ର ପାଲଟିଛି। ଏହି ଗୁରୁତ୍ୱପୂର୍ଣ୍ଣ…

ମାତ୍ର ୧ ଟଙ୍କାରେ ୧ ଲକ୍ଷ କୋଟି ଟଙ୍କା ବିବାଦର ସମାଧାନ କରିବେ ସୁପ୍ରିମକୋର୍ଟ: ଜାଣନ୍ତୁ ଚର୍ଚ୍ଚିତ ମାମଲା ବିଷୟରେ

ନୂଆଦିଲ୍ଲୀ,୧୬।୭: ଦେଶର ପ୍ରମୁଖ ଶିଳ୍ପ ସଂସ୍ଥାଗୁଡ଼ିକ ମଧ୍ୟରୁ ଅନ୍ୟତମ କଲ୍ୟାଣୀ ପରିବାର ସହିତ ଜଡିତ ପାରିବାରିକ ବିବାଦ ଏକ ଗୁରୁତ୍ୱପୂର୍ଣ୍ଣ ଆଇନଗତ ମୋଡ଼ରେ ପହଞ୍ଚିଛି। ପ୍ରାୟ ୧…

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ, କହିଲେ ପୁଣି ସେମିତି କରିବାକୁ ଯାଉଛନ୍ତି ସରକାର…

ନୂଆଦିଲ୍ଲୀ,୧୬।୭: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନ ସମୟରେ, କେନ୍ଦ୍ରର ମୋଦି ସରକାର ପୁଣି ଥରେ ସୀମା ନିର୍ଦ୍ଧାରଣ ବିଲ…

ଡାକ୍ତର ସ୍ବାମୀଙ୍କୁ ହତ୍ୟା, ପୁଅକୁ ଛୁରାମାଡ଼; ପାଖରେ ବସି ଫୋନ୍‌ ଦେଖୁଥିଲେ ସ୍ତ୍ରୀ

ବେଙ୍ଗାଲୁରୁ,୧୬ା୭: କର୍ନାଟକର ହୁବାଲିରୁ ଏକ ଆଶ୍ଚର୍ଯ୍ୟଜନକ ତଥା ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ଡାକ୍ତରଙ୍କ ମୃତଦେହ ତାଙ୍କ ଆପାର୍ଟମେଣ୍ଟ ଭିତରୁ ମିଳିଛି। ତାଙ୍କ ଆଠ…

ଜୁଲାଇ ୧୯ରୁ ଏହି ୪ ରାଶିଙ୍କ ପାଇଁ ଆରମ୍ଭ ହେବ ସୁବର୍ଣ୍ଣ ସମୟ: ଶନି-ମଙ୍ଗଳ ଆଣିବେ ବମ୍ପର ରୋଜଗାର

ଜୁଲାଇ ମାସର ଅବଶିଷ୍ଟ ଦିନଗୁଡ଼ିକ ଗ୍ରହ ପରିବର୍ତ୍ତନ ଦୃଷ୍ଟିରୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ହେବାକୁ ଯାଉଛି। ୧୯ ଜୁଲାଇରେ ଏକ ଶୁଭ ଯୋଗ ସୃଷ୍ଟି ହେଉଛି। ପ୍ରାୟ ରାତି…

ଶ୍ରୀକ୍ଷେତ୍ରରେ ବଡ଼ ଅଘଟଣ, ଅଣନିଶ୍ବାସୀ ହୋଇ ଚାଲିଗଲା ଭକ୍ତଙ୍କ ପ୍ରାଣ!

ପୁରୀ,୧୬।୭: ଶ୍ରୀକ୍ଷେତ୍ର ପୁରୀରେ ବଡ଼ ଅଘଟଣ ଘଟିଯାଇଛି । ଅଣନିଃଶ୍ବାସୀ ହୋଇ ଜଣେ ଭକ୍ତଙ୍କର ମୃତ୍ୟୁ ଘଟିଛି । ପୁରୀ ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି…

ସି ଜିନପିଙ୍ଗଙ୍କ ଶୟନ କକ୍ଷକୁ କରାଗଲା ଟାର୍ଗେଟ, ୮୦ ବର୍ଷ ପର୍ଯ୍ୟନ୍ତ ଅନୁତାପ କଲା ଜାପାନ, ଏବେ ସେହି କାମ କରିବାକୁ ଯାଉଛି…

ନୂଆଦିଲ୍ଲୀ/ବେଜିଂ,୧୬।୭: ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ, ଜାପାନ ଏକ ନିଷ୍ପତ୍ତି ନେଇଥିଲା: ଏହା ବିଶ୍ୱର ଏକ ପ୍ରମୁଖ ସାମରିକ ଶକ୍ତି ହେବ ନାହିଁ, ଆକ୍ରମଣାତ୍ମକ ଗୁପ୍ତଚର କାର୍ଯ୍ୟ କରିବ…

ରଥଯାତ୍ରାରେ ଅଘଟଣ, ଖେଳୁଥିବା ବେଳେ ଗାଡିଆରେ ବୁଡ଼ି ୩ବର୍ଷ ଶିଶୁର ମୃତ୍ୟୁ

ବୈଶିଙ୍ଗା,୧୬।୭(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଉପକଣ୍ଠ ମହୁରୀ ଗ୍ରାମରେ ଗୁରୁବାର ପବିତ୍ର ରଥଯାତ୍ରା ଉପଲକ୍ଷେ ସମଗ୍ର ଅଞ୍ଚଳରେ ଆଧ୍ୟାତ୍ମିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଲାଗି ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri