CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ; ୧୭୪ରେ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ରାଉରକେଲାର ୪୯ ବର୍ଷୀୟ ବ୍ୟକ୍ତି ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୪ରେ ପହଞ୍ଚିଛି। ତେବେ ବ୍ୟକ୍ତିଜଣଙ୍କ ପଶ୍ଚିମବଙ୍ଗରୁ ଫେରି କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ପଜିଟିଭ୍‌ ଜଣାପଡ଼ିବା ପରେ ତାଙ୍କର କଣ୍ଟ୍ରାକ୍ଟ ଟ୍ରେସିଂ ଆରମ୍ଭ ହୋଇଥିବା ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri