ରାଜ୍ୟରେ ଆଉ ୧୫ କରୋନା ପଜିଟିଭ ଚିହ୍ନଟ;  ଆକ୍ରାନ୍ତଙ୍କ ସଂଖ୍ୟା ୩୭୭ରେ ପହଞ୍ଚିଲା

ଭୁବନେଶ୍ୱର,୧୦।୫(ବ୍ୟୁରୋ)-ରାଜ୍ୟରେ ପୁଣି ରବିବାର ସାରେ ୧୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରେ ପୁରୀ ଓ ଅନୁଗୋଳରୁ ୨ ଜଣ ରହିଥିବାବେଳେ ଗଞ୍ଜାମରୁ ୭, ବୌଦ୍ଧରୁ ୩ ଓ ଯାଜପୁରରୁ ଜଣେ ଆକ୍ରାନ୍ତ ରହିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri