ଭୁବନେଶ୍ୱର,୧୦।୫(ବ୍ୟୁରୋ)-ରାଜ୍ୟରେ ପୁଣି ରବିବାର ସାରେ ୧୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରେ ପୁରୀ ଓ ଅନୁଗୋଳରୁ ୨ ଜଣ ରହିଥିବାବେଳେ ଗଞ୍ଜାମରୁ ୭, ବୌଦ୍ଧରୁ ୩ ଓ ଯାଜପୁରରୁ ଜଣେ ଆକ୍ରାନ୍ତ ରହିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ