Categories: Video

ରାଜ୍ୟରେ ଆଉ ୨ କରୋନା ପଜିଟଭ ITwo more test positive for COVID-19 in Odisha

ରାଜ୍ୟରେ ଆଉ ଦୁଇ କରୋନା ପଜିଟିଭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍ ଜରିଆରେ ସୂଚନା ଦିଆଯାଇଛି ।