ରାଜ୍ୟରେ ଆଉ ୨ ଜଣ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୨୮କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ କେନ୍ଦ୍ରାପଡାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।