CORONAVIRUS UPDATE: ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିନ୍ହଟ, ସଂଖ୍ୟା ଛୁଇଁଲା ୧୦୮

ଭୁବନେଶ୍ୱର,୨୭।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ଏମାନେ ବାଲେଶ୍ୱର ଜିଲାର ବୋଲି ସୂଚନା ମିଳିଛି।