ରାଜ୍ୟରେ ଆଉ ୭ କରୋନା ପଜିଟିଭ୍‌ ଚିହ୍ନଟ: ୬୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୦ା୪(ବ୍ୟୁରୋ) : ସୋମବାର ରାଜ୍ୟରେ ଆଉ ୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାଯାଇଛି। ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧ରୁ ବୃଦ୍ଧି ପାଇ ୬୮ରେ ପହଞ୍ଚିଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ପରୀକ୍ଷା କରାଯାଇଥିବା ୧୦ ହଜାର ୬୪୧ଟି ନମୁନା ମଧ୍ୟରୁ ୧୦ ହଜାର ୫୭୩ଟି ନେଗେଟିଭ୍‌ ଆସିଥିବାବେଳେ ୬୮ ଜଣଙ୍କର ପଜିଟିଭ ବାହାରିଛି। ଆଜି ଚିହ୍ନଟ ହୋଇଥିବା ୭ ଜଣ କେଉଁ ଅଞ୍ଚଳର ଓ ସେମାନଙ୍କ ଗସ୍ତ ଇତିହାସ ସମ୍ପର୍କରେ ସରକାରଙ୍କ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ।

ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ସେହିପରି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ରାଜ୍ୟର ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ୪୩ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନା ବିମାନ କ୍ରାଶ୍‌: ୫ ଯବାନ ଶହୀଦ

ନୂଆଦିଲ୍ଲୀ,୧୩।୬: ଶନିବାର ଆସାମର ଜୋରହାଟରେ ଏକ ଭାରତୀୟ ବାୟୁସେନା (IAF) AN-32 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ପାଞ୍ଚ ଜଣ ବାୟୁସେନା କର୍ମଚାରୀ ପ୍ରାଣ ହରାଇଛନ୍ତି।…

ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଗୁରୁ ଦାୟିତ୍ୱ, ଜୁନ ୩୦ରେ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ,୧୩।୬: କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଭାରତୀୟ ସେନାର ପରବର୍ତ୍ତୀ ସେନା ମୁଖ୍ୟ ଭାବରେ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଉପ ସେନା…

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri