ରାଜ୍ୟରେ ଆଉ ୭ ଜୀବନ ନେଲା କରୋନା

ଭୁବନେଶ୍ୱର,୨୨ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବଢିଚାଲିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁସଂଖ୍ୟା ୮,୫୧୪କୁ ବୃଦ୍ଧି ପାଇଛି। ଆଜି ଅନୁଗୋଳରୁ ଦୁଇ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ କଟକ, ଯାଜପୁର,ଭଦ୍ରକ,ପୁରୀ ଓ ମୟୁରଭଞ୍ଜରୁ ଜଣେ ଲେଖାଏ ଆକାନ୍ତଙ୍କ ମୃତ୍ୟୁ ଘଟିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

ଉଜ୍ଜୈନରୁ ଅହମଦାବାଦ, ବଙ୍ଗଳାରୁ ଓଡ଼ିଶା ପର୍ଯ୍ୟନ୍ତ ଝଲସିଲା ସାରା ଦେଶ; ମୋଦିଙ୍କ ଜନ୍ମଦିନରେ ଜଳିଲା କୋଟି କୋଟି ଦୀପ

ନୂଆଦିଲ୍ଲୀ,୧୭।୯: ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୬ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ସ୍ବତନ୍ତ୍ର ଅବସରକୁ ପାଳନ କରିବା ପାଇଁ ସାରା ଦେଶରେ ‘ସେବା-ସଂକଳ୍ପ ଅଭିଯାନ’…

NHAI ଉପରେ ସୁପ୍ରିମକୋର୍ଟଙ୍କ ପ୍ରଭାବ: ପ୍ରତି ୧୦୦ କିଲୋମିଟରରେ ଗୋଟିଏ ‘ପଶୁ ଆଶ୍ରୟସ୍ଥଳ’ ନିର୍ମାଣ କରାଯିବ

ନୂଆଦିଲ୍ଲୀ,୧୭।୯: ଜାତୀୟ ରାଜପଥରେ ବୁଲୁଥିବା ବୁଲା ପଶୁଙ୍କ ସମସ୍ୟା ଦେଶର ଅନେକ ରାଜ୍ୟକୁ ପ୍ରଭାବିତ କରୁଛି। ଏହି ପଶୁମାନଙ୍କ ଯୋଗୁ ଘଟୁଥିବା ଦୁର୍ଘଟଣାକୁ ନେଇ ସ୍ବତଃପ୍ରବୃତ୍ତ ଭାବେ…

ପାଣିରେ ବୁଡ଼ି ଚାଲିଗଲା ଯୁବତୀଙ୍କ ଜୀବନ

ଲାଞ୍ଜିଗଡ଼, ୧୭ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳର ଏକ ନାଳପାଣିରେ ବୁଡି ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ, ଧରାପଡ଼ିଲେ ଅଭିଯୁକ୍ତ

ବଞ୍ଚୋ,୧୭।୯(ପ୍ରଦୋଷ ବିଶ୍ୱାଳ ): ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ କେନ୍ଦୁଝର ଜିଲା ଘସିପୁରା ଥାନା ପୋଲିସ ଗୁରୁବାର ଜଣେ ଯୁବକଙ୍କୁ ଗିରଫ କରିଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା; ଦ୍ରୁତତମ ଶତକର ରେକର୍ଡ ସ୍ଥାପନ କଲେ

ନୂଆଦିଲ୍ଲୀ,୧୭।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ ଅଭିଷେକ ଶର୍ମା ମାତ୍ର ୩୦ଟି ବଲରେ ଶତକ ହାସଲ କରିଛନ୍ତି। ଏହି ସଫଳତା ସହିତ ସେ ଭାରତ…

ହସ୍ପିଟାଲରୁ ମହିଳାଙ୍କ ମୃତଦେହ ଜବତ, ବିଷକ୍ରିୟା ସନ୍ଦେହ…

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଗୁରୁବାର ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ପ୍ରହଲ୍ଲାଦ ସେଠୀଙ୍କ ସ୍ତ୍ରୀ ସାବିତ୍ରୀ ସେଠୀ(୪୫)ଙ୍କ ମୃତଦେହ ବ୍ରହ୍ମପୁର ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?