ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୮୮୬ ପଜିଟିଭ୍‌

ଭୁବନେଶ୍ୱର,୧୭।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୮୬ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୧୬୯ ପିଲା ଅଛନ୍ତି। ସେହିପରି ୫୧୬ ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩୭୦ ଲୋକାଲ କେସ ରହିଛି। ସେହିଭଳି ଆକ୍ରାନ୍ତଙ୍କ ମଧ୍ୟରେ ୧,୦୯୦ଜଣ ପିଲା ଥିବା ଗୁରୁବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ନୂଆ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ  ୮୬ ଥିବା ବେଳେ ଅନୁଗୋଳରୁ ୧୪, ବାଲେଶ୍ୱରରୁ ୩୬, ବରଗଡ଼ରୁ ୧୦, ଭଦ୍ରକରୁ ୧୧, ବଲାଙ୍ଗୀରରୁ ୧୩, ବୌଦ୍ଧରରୁ ୫, କଟକରୁ ୪୦, ଦେବଗଡ଼ରୁ ୧୫, ଢେଙ୍କାନାଳରୁ ୧୦, ଗଜପତିର୨୩, ଗଞ୍ଜାମରୁ ୧୬, ଜଗତସିଂହପୁରରୁ ୧୪, ଯାଜପୁରରୁ ୩୨, ଝାରସୁଗୁଡ଼ାରୁ ୨୦, କଳାହାଣ୍ଡିରୁ ୧୨, କନ୍ଧମାଳରୁ ୨୫, କେନ୍ଦ୍ରାପଡ଼ାରୁ୧୮, କେନ୍ଦୁଝରରୁ ୧୦,କୋରାପୁଟରୁ ୬୬, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୨୩, ନବରଙ୍ଗପୁରରୁ ୧୩, ନୟାଗଡ଼ରୁ ୨୦, ନୂଆପଡ଼ାରୁ ୧୯, ପୁରୀରୁ ୮, ରାୟଗଡ଼ାରୁ ୨୨, ସମ୍ବଲପୁରରୁ ୧୭୯, ସୋନପୁରରୁ ୨୫, ସୁନ୍ଦରଗଡ଼ରୁ ୭୯ ଏବଂ ଷ୍ଟେଟ ପୁଲ୍‌ରୁ ୧୯ ଜଣ ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri