ରାଜ୍ୟରେ ‘ଗାର୍ଡ ଅଫ୍‌ ଅନର୍‌’ ବ୍ୟବସ୍ଥା ଉଚ୍ଛେଦ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୮(ବ୍ୟୁରୋ): ରାଜ୍ୟରେ ‘ଗାର୍ଡ ଅଫ୍‌ ଅନର୍‌’ ବ୍ୟବସ୍ଥା ଉଚ୍ଛେଦ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ୱାରା ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ସରକାରୀ ପଦାଧିକାରୀମାନଙ୍କୁ ଦିଆଯାଉଥିବା ‘ଗାର୍ଡ ଅଫ୍‌ ଅନର୍‌’/ହାଉସ୍‌ ଗାର୍ଡକୁ ଉଚ୍ଛେଦ କରାଯାଇଛି। କେବଳ ସାଧାରଣତନ୍ତ୍ର ଦିବସ, ସ୍ବାଧୀନତା ଦିବସ ଏବଂ ଉତ୍କଳ ଦିବସ ପାଳନ ଅବସରରେ ନିମନ୍ତ୍ରିତ ମୁଖ୍ୟ ଅତିଥିଙ୍କୁ ‘ଗାର୍ଡ ଅଫ୍‌ ଅନର୍‌’ ଦିଆଯିବ। ତେବେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳ, ଲୋକାୟୁକ୍ତ, ସୁପ୍ରିମକୋର୍ଟ ଓ ହାଇକୋର୍ଟର ମୁଖ୍ୟ ବିଚାରପତି ଏବଂ ଅନ୍ୟ ବିଚାରପତିଙ୍କ କ୍ଷେତ୍ରରେ ଏହା ପୂର୍ବଭଳି କାର୍ଯ୍ୟକାରୀ ହେବ। ପୂର୍ବରୁ ମୁଖ୍ୟମନ୍ତ୍ରୀ ଭାବେ ତାଙ୍କ ସରକାରୀ ଗାଡ଼ିରୁ ପ୍ରଥମେ ନାଲିବତୀ ହଟାଇ ଉଦାହରଣ ସୃଷ୍ଟି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?