ରାଜ୍ୟରେ ଚିହ୍ନଟ ହେଲେ ୨୯୬ କରୋନା ପଜିଟିଭ୍‌

ଭୁବନେଶ୍ବର,୨୪।୮(ବ୍ୟୁରୋ): ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୨୯୬ ଜଣ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୪୭ ସଂକ୍ରମିତ କ୍ବାରାଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୧୨୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍‌ ବୟସର ପିଲା ୪୪ ଜଣ ରହିଛନ୍ତି।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳରୁ ୧, ବାଲେଶ୍ବରରୁ ୪, ବରଗଡ ୮, ଭଦ୍ରକରୁ ୧, ବଲାଙ୍ଗୀରରୁ ୨୧, ବୌଦ୍ଧରୁ ୨, କଟକରୁ ୨୦, ଦେବଗଡରୁ ୨, ଢେଙ୍କାନାଳରୁ ୨, ଗଜପତିରୁ ୬, ଜଗତସିଂହପୁରରୁ ୩, ଯାଜପୁରରୁ ୬, ଝାରସୁଗୁଡାରୁ ୩, କଳାହାଣ୍ଡିରୁ ୨୩, କୋରାପୁଟରୁ ୨, କନ୍ଧମାଳରୁ ୪, କେନ୍ଦ୍ରାପଡାରୁ ୫, ଖୋର୍ଦ୍ଧାରୁ ୬୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୟୂରଭଞ୍ଜରୁ ୧୭, ନବରଙ୍ଗପୁରରୁ ୭, ନୟାଗଡରୁ ୭, ନୂଆପଡାରୁ ୬, ପୁରୀରୁ ୩, ରାୟଗଡାରୁ ୩, ସମ୍ବଲପୁରରୁ ୧୩, ସୋନପୁରରୁ ୨, ସୁନ୍ଦରଗଡରୁ ୧୪୪ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୧୫ ଜଣ ସଂକ୍ରମିତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri