ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୫୧ କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୫୧ କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...
ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...
ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...
ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...
ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...
କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...
ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...
ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍ ସିଭିଲ ଏଭିଏସନ (DGCA) ବୁଧବାର...
