ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ସୁସ୍ଥ ହେଲେ ଭୁବନେଶ୍ୱରର ୩ ଆକ୍ରାନ୍ତ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ପୁଣି ୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ସମସ୍ତ ଆକ୍ରାନ୍ତ ରାଜଧାନୀର। ସେହିଭଳି ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ପଜିଟିଭ୍‌ ସଂଖ୍ୟା ୬୧କୁ ବୃଦ୍ଧି ପାଇଥିବା ଶନିବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପ୍ରକାଶ ଯେ, ଏଯାବତ ୮୬୧୯ଜଣଙ୍କ ନମୁନା ପରୀକ୍ଷା କରାଯାଇଥିବା ବେଳେ ୬୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିଭଳି ୨୪ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୩୬ ରହିଛି। କେବଳ ଭୁବନେଶ୍ୱରରେ ୨୯ ସକ୍ରିୟ କରୋନା ପଜିଟିଭ୍‌ ରହିଥିବା ବେଳେ ୧୭ଜଣ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Asian Games 2026: ଖେଳାଳିଙ୍କ ପ୍ରଦର୍ଶନକୁ ନେଇ ପ୍ରଧାନମନ୍ତ୍ରୀ ମୋଦି କହିଲେ, ‘ଆପଣମାନେ ଦେଶକୁ…’

ନୂଆଦିଲ୍ଲୀ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଏସୀୟ କ୍ରୀଡ଼ା ୨୦୨୬’ (Asian Games 2026) ରେ ଭାରତୀୟ ଦଳର ପ୍ରଦର୍ଶନ ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦୃଢ଼ ସଂକଳ୍ପ,…

ପେରୁରେ ମିଳିଲା ନୂଆ ପ୍ରଜାତିର ଏଣ୍ଡୁଅ, ଉଚ୍ଚତା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲିମା,୫।୧୦ (ପେରୁ): ଦକ୍ଷିଣ ପେରୁର ଆଣ୍ଡିଜ୍‌ ପର୍ବତମାଳାରେ ବୈଜ୍ଞାନିକମାନେ ଏକ ନୂଆ ପ୍ରଜାତି ଏଣ୍ଡୁଅର ସନ୍ଧାନ ପାଇଛନ୍ତି। ସମୁଦ୍ର ପତନଠାରୁ ପ୍ରାୟ ୪,୮୦୦ ମିଟରରୁ ଅଧିକ ଉଚ୍ଚ…

ଠିକାଦାର ପ୍ରୀତି: ୮୪.୪୨ କୋଟି କ୍ଷତି, ୩୫୨.୭୩ କୋଟି ରାସ୍ତା କାମର ନାହିଁ ଦ୍ରବ୍ୟ ରସିଦ୍‌

ଭୁବନେଶ୍ୱର,୫ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ରାସ୍ତା ନିର୍ମାଣ କାର୍ଯ୍ୟରେ କିଭଳି ଅପମିଶ୍ରିତ ଆଲକାତରା ବ୍ୟବହାର ନ ହେବ ସେଥିପାଇଁ ଅର୍ଥ ବିଭାଗ ପକ୍ଷରୁ ସ୍ବତନ୍ତ୍ର…

ଏସୀୟ କ୍ରୀଡ଼ାରେ ଦୁଇଟି ସ୍ବର୍ଣ୍ଣ ଜିତିବା ପରେ ଅବସର ନେଲେ ଏହି କ୍ରିକେଟର, ପ୍ରଶଂସକ କହିଲେ…

ନୂଆଦିଲ୍ଲୀ,୫।୧୦: ପାକିସ୍ତାନୀ ମହିଳା କ୍ରିକେଟର କାଇନାତ ଇମତିଆଜ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରବିବାର ଏକ ପୋଷ୍ଟ ମାଧ୍ୟମରେ ସେ ଏହି ଖବର ଜଣାଇ ଲେଖିଥିଲେ,…

ଛାତ୍ର ସଂସଦ ନିର୍ବାଚନ; ଘୋଷଣା ହୋଇନି, ଦ୍ୱନ୍ଦ୍ୱ ବି ଛିଡୁନି

ଭୁବନେଶ୍ୱର,୫ା୧୦(ସୁନିତ୍‌ ମିଶ୍ର): ଓଡ଼ିଶାରେ ଗତ ୮ ବର୍ଷ ହେବ ଛାତ୍ର ସଂସଦ ନିର୍ବାଚନ ହୋଇନାହିଁ । ଭାଜପା ରାଜ୍ୟରେ ସରକାରକୁ ଆସିବା ପୂର୍ବରୁ ଓଡ଼ିଶାରେ ଛାତ୍ର ସଂସଦ…

ପରୀକ୍ଷାଗାରରୁ ବାହାରିଲା ‘କରୋନା ଭାଇରସ’ର ଭାଇ, ରୁଷିଆରେ ୱୁହାନ ଭଳି ଘଟଣାର ପୁନରାବୃତ୍ତି!

ମସ୍କୋ,୫।୧୦: ରୁଷିଆର ସାଇବେରିଆ ଅଞ୍ଚଳରେ ଏକ ସଂକ୍ରମଣକୁ ନେଇ ଉଦବେଗ ସୃଷ୍ଟି ହୋଇଛି। ଏକ ସ୍ଥାନୀୟ ପରୀକ୍ଷାଗାରରେ ଘଟିଥିବା ଦୁର୍ଘଟଣା ପରେ, ଏକ ସନ୍ଦିଗ୍ଧ ବିପଜ୍ଜନକ ସଂକ୍ରମଣକୁ…

ପାଣିପାଗ ବିଭାଗର ବଡ଼ ସୂଚନା, ଆସନ୍ତା ୪ ଦିନ ଯାଏ ଏହି ଜିଲାରେ କଲବଲ କରିବ ତାତି

ଭୁବନେଶ୍ୱର,୫ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ତାପମାତ୍ରା ବଢ଼ୁଛି । ଖରାତାତି ସାଙ୍ଗକୁ ଗରମ ଗୁଳୁଗୁଳି ଅନୁଭୂତ ହେଉଛି । ଆସନ୍ତା ୩/୪ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି…

ସୋସିଆଲ ମିଡିଆରେ ଉଠିଲା ପ୍ରଶ୍ନ

ଦୁବାଇ,୫ା୧୦: ଦୁବାଇରୁ ୧୭୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ବୁଧବାର ଇସ୍ରାଏଲ୍‌ର ତେଲ୍‌ ଆଭିଭ୍‌ ଯାଉଥିବା ଫ୍ଲାଏଦୁବାଇ ବିମାନର ସହପାଇଲଟ୍‌ ହମାମ ଅଲ୍‌-ହମାମି ଏହାକୁ ନିୟନ୍ତ୍ରଣକୁ ନେଇ ଦୁର୍ଘଟଣାଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?