ରାଜ୍ୟରେ ପ୍ରଥମ:ପେପରଲେସ୍‌ ଅଭିଯୋଗ ଶୁଣାଣି

ସମ୍ବଲପୁର,୧୬।୯(ବ୍ୟୁରୋ): ସାଧାରଣ ଲୋକଙ୍କୁ ଅଭିଯୋଗ କରିବା ପାଇଁ ଆଉ ଜିଲାପାଳ ଅଫିସ, ବ୍ଲକ ଅଫିସ କିମ୍ବା ଅନ୍ୟାନ୍ୟ ଅଫିସକୁ ଯିବାକୁ ପଡିବ ନାହିଁ। ଏଣିକି ସେମାନେ ଅନ୍‌ଲାଇନ ମାଧ୍ୟମରେ ବ୍ୟକ୍ତିଗତ ହେଉ କିମ୍ବା ସାମୂହିକ ଅଭିଯୋଗ କରିପାରିବେ। ସୋମବାର ସମ୍ବଲପୁର ଜିଲାପାଳ ଶୁଭମ୍‌ ସକ୍‌ସେନା ମାନେଶ୍ୱର ବ୍ଲକ ପରିସରରେ ଜିଲାସ୍ତରୀୟ ଅନ୍‌ଲାଇନ ଗ୍ରିଭାନ୍ସ ସେଲ୍‌ ସେବା ଉଦ୍‌ଘାଟନ କରିଛନ୍ତି । ଜିଲାପାଳ ସକ୍‌ସେନାଙ୍କ କହିବାନୁସାରେ, ଅଭିଯୋଗଗୁଡିକୁ ପେପରଲେସ୍‌ କରିବାକୁ ଜିଲା ପ୍ରଶାସନ ଉଦ୍ୟମ କରିଛି । ଏଥିରେ ଜଣେ ବ୍ୟକ୍ତି ଅଭିଯୋଗ କଲାପରେ ତାହା ରେଜିଷ୍ଟ୍ରେଶନ୍‌ ହୋଇ ତାଙ୍କ ପାଖକୁ ମୋବାଇଲରେ ମେସେଜ୍‌ ଦ୍ୱାରା ଯିବ। ଅଭିଯୋଗ ସମାଧାନ ପରେ ସ୍ଥିତି ଉପରେ ତାଙ୍କୁ ସୂଚନା ଦିଆଯିବ। ଏହି ଗ୍ରିଭାନ୍ସ ସେଲ୍‌ରେ ଜିଲାର ସମସ୍ତ ବିଭାଗର ଅଧିକାରୀ ରହିଛନ୍ତି । ସେମାନେ ମଧ୍ୟ ଅଭିଯୋଗ ଉପରେ କ’ଣ ସମାଧାନ କରାଗଲା ସେ ନେଇ ସୂଚନା ପ୍ରଦାନ କରିବେ । ଏହି ଅବସରରେ ଏସ୍‌ପି କନୱର ବିଶାଳ ସିଂ, ଡିଏଫ୍‌ଓ ଡ. ସଞ୍ଜିତ କୁମାରଙ୍କ ସମେତ ଜିଲାର ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ରଥଯାତ୍ରା ପ୍ରସ୍ତୁତି ଚାଲିଛି: ଦେବସ୍ନାନ ପୂର୍ଣ୍ଣିମା ପାଇଁ ସେବାୟତଙ୍କ ସହ ଆଲୋଚନା

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ରଥାଯାତ୍ରା ପାଇଁ ପ୍ରସ୍ତୁତି ଦ୍ରୁତ ଗତିରେ ଚାଲିଛି। ଗୁରୁବାର ଭଞ୍ଜନଗର ଅତିରିକ୍ତ ତହସିଲଦାର ଅବିନାଶ କୁମାର ମାହାର…

ହର୍ମୁଜ ନିକଟରେ ଭାରତୀୟ ଜାହାଜ ଉପରେ ପୁଣି ଆକ୍ରମଣ: ଚେତାବନୀ ସତ୍ତ୍ୱେ MT Jalveerକୁ ଟାର୍ଗେଟ, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ/ମସ୍କାଟ,୧୧।୬: ଓମାନ ଉପକୂଳରେ ସାମୁଦ୍ରିକ ସୁରକ୍ଷାକୁ ନେଇ ଚିନ୍ତା ଜନକ ସ୍ଥିତି ସୃଷ୍ଟି ହୋଇଛି। ଓମାନ ତଟ ନିକଟରେ ‘ଏମଟି ଜଲବୀର’ (MT Jalveer) ନାମକ ଏକ…

ସୁପ୍ରିମକୋର୍ଟଙ୍କ ଐତିହାସିକ ନିଷ୍ପତ୍ତି, ଦୁର୍ଘଟଣା ଜନିତ ମୃତ୍ୟୁରେ ଗୃହିଣୀଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା କ୍ଷତିପୂରଣ!

ନୂଆଦିଲ୍ଲୀ,୧୧।୬: ଦୁର୍ଘଟଣାରେ ଯେତେବେଳେ କୌଣସି ବ୍ୟକ୍ତିଙ୍କର ମୃତ୍ୟୁ ହୁଏ, ସେତେବେଳେ ତାଙ୍କର ରୋଜଗାର କିମ୍ୱା ଦରମା ହିସାବରେ କ୍ଷତିପୂରଣ ସ୍ଥିର କରାଯାଏ। କିନ୍ତୁ ହୋମ ମେକର୍‌ (ଗୃହିଣୀ)…

ମମତାଙ୍କ ଦଳରେ ବିଦ୍ରୋହର ସ୍ବର: TMC ଛାଡ଼ିଲେ ଆଉ ଜଣେ ଏମ୍‌ପି, ଏବେ ମାତ୍ର…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (TMC)ର ସୁପ୍ରିମୋ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟ୍‌କା। ଦଳର ଏମ୍‌ପିମାନେ ଏକାଠି ହୋଇ ଜଣଙ୍କ ପରେ ଜଣେ ମମତାଙ୍କ ହାତ ଛାଡୁଛନ୍ତି।…

ପ୍ରି-ୱେଡିଂ ସୁଟ୍ ହେଲା କାଳ! ଗଭୀର ପାଣିରେ ଖସିପଡ଼ିଲେ ଯୁବକ, ବାନ୍ଧବୀ ସାମ୍ନାରେ ହେଲା ମୃତ୍ୟୁ

ଜୟପୁର,୧୧।୬: ରାଜସ୍ଥାନର ରାଜସମନ୍ଦ ଜିଲାର ଡିଭେରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ବିବାହ ପୂର୍ବ ଫଟୋସୁଟ୍ ସମୟରେ ଜଣେ ଯୁବକ ପାଣିରେ ବୁଡ଼ି ମୃତ୍ୟୁବରଣ…

ଓମାନ ଉପକୂଳରେ ବାଣିଜି୍ୟକ ଜାହାଜ ଉପରେ ଆମେରିକାର ଆକ୍ରମଣ: ୨ ଭାରତୀୟ ନାବିକ ମୃତ, ଚିଫ୍‌ ଇଞ୍ଜିନିୟର ନିଖୋଜ

ନୂଆଦିଲ୍ଲୀ,୧୧।୬: ଷ୍ଟ୍ରେଟ ଅଫ ହର୍ମୁଜ ନିକଟ ଓମାନ ଉପକୂଳରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ପକ୍ଷରୁ ହୋଇଥିବା ଆକ୍ରମଣରେ ଦୁଇ ଜଣ ଭାରତୀୟ ନାବିକଙ୍କର ମୃତ୍ୟୁ…

ଜୁନ୍ ୧୩ରୁ ଏହି ରାଶିର ବଦଳିବ ଭାଗ୍ୟ, ମିଳିବ ପ୍ରଚୁର ଟଙ୍କା!

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହମାନଙ୍କର ଗତି ଏବଂ ସେମାନଙ୍କର ନିର୍ଦ୍ଦିଷ୍ଟ ସଂଯୋଜନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏହି ପ୍ରକୃତିର ଏକ ବିଶେଷ ଗ୍ରହ ସଂଯୋଜନ ୧୩…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri