Categories: Video

ରାଜ୍ୟରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା

ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବୁଧବାର ଅପରାହ୍ନରେ ଯାଜପୁରରୁ ଆଉ ଜଣେ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୯ରେ ପହଞ୍ଚିଛି।