ରାଜ୍ୟରେ ‘ବୁଲବୁଲ୍‌’ ପ୍ରଭାବ: ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ାର ସମସ୍ତ ସ୍କୁଲ ୨ ଦିନ ଛୁଟି ଘୋଷଣା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ବୁଲବୁଲ୍‌’ର ପ୍ରଭାବକୁ ଦୃଷ୍ଟିରେ ରଖି ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଜିଲାର ସ୍କୁଲଗୁଡ଼ିକୁ ୨ ଦିନ ଲାଗି ଛୁଟି ଘୋଷଣା କରାଯାଇଛି। ଉଭୟ ଜିଲାର ଜିଲାପାଳ ଗୁରୁବାର ଏହି ଘୋଷଣା କରିଛନ୍ତି।

ପ୍ରକାଶଯୋଗ୍ୟ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହେବା ପରେ ଏହାର ଆଂଶିକ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ବୋଲି ଆଇଏମ୍‌ଡି ପକ୍ଷରୁ କୁହାଯାଇଛି। ଏଥିଯୋଗୁ ୮ ତାରିଖ ସକାଳରୁ ବର୍ଷା ଆରମ୍ଭ ହେବା ପରେ ୯/୧୦ରେ ପବନ ବହିବାର ସମ୍ଭାବନା ରହିଛି। କଟକ, ପୁରୀ, ଜଗତସିଂହପୁରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୩୧ା୭ (ବନ୍ଦନା ସେଠୀ):ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

ରାହୁଲ ଗାନ୍ଧୀଙ୍କ ପରେ ଅମିତ ଶାହାଙ୍କ ଇସ୍ତଫା ଦାବି କଲେ ଅଭିଜିତ ଦୀପକେ, କହିଲେ ବଳ..

ନୂଆଦିଲ୍ଲୀ,୩୧।୭ ଦିଲ୍ଲୀରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପେଲେଟ୍ ଗନ୍ ବ୍ୟବହାରକୁ ନେଇ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ…

ସିଜେପି ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ନାହିଁ: ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୩୧।୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଗତ ଜୁଲାଇ ୨୦ରେ ଦିଲ୍ଲୀର ଯନ୍ତରମନ୍ତରଠାରୁ ସଂସଦ ଭବନ ଅଭିମୁଖେ ହୋଇଥିବା ରାଲିରେ ଭାଗନେଇଥିବା ସାଧାରଣ ନାଗରିକ ଓ…

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri