ରାଜ୍ୟରେ ମୌସୁମୀ ସକ୍ରିୟ: ବିଭିନ୍ନ ଜିଲାରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବରଗଡ଼, ନୂଆପଡ଼ା, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଜିଲାରେ ପ୍ରବଳ ବର୍ଷା ହେବ। ତେବେ ମୌସୁମୀ ସକ୍ରିୟ ଥିବାରୁ ଆସନ୍ତା ୪ ଦିନ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରାର ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ...

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବୀମାଭୁକ୍ତ ହେବେ ଧନୁଯାତ୍ରା ଦର୍ଶକ, ଦୁର୍ଘଟଣାରେ କଳାକାରଙ୍କ ମୃତ୍ୟୁ ହେଲେ ମିଳିବ…

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ...

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ...

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ...

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri