ରାଜ୍ୟରେ ୨୦୮ ଆକ୍ଟିଭ୍‌ କେସ୍‌, ଆଜି ଚିହ୍ନଟ ହେଲେ ୨୮ ଆକ୍ରାନ୍ତ

ଭୁବନେଶ୍ୱର,୭।୪(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୭ଜଣ ଥିବା ବେଳେ ୧୧ ଲୋକାଲ କେସ୍‌ ରହିଛି। ଏହାଛଡ଼ା ସଂକ୍ରମିତଙ୍କ ମଧ୍ୟରେ ୩ ପିଲା ଅଛନ୍ତି। ନୂତନ ପଜିଟିଭ୍‌ଙ୍କ ପରେ ରାଜ୍ୟରେ ଆକ୍ଟିଭ୍‌ କେସ୍‌ ସଂଖ୍ୟା ୨୦୮କୁ ବୃଦ୍ଧି ପାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨୮୭୮୦୧କୁ ବୃଦ୍ଧି ପାଇଥିବା ନେଇ ଗୁରୁବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri