ରାଜ୍ୟରେ ୨୧୮ କରୋନା ଆକ୍ରାନ୍ତ ଚିହ୍ନଟ: ବରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସୋମବାର ରାଜ୍ୟରେ ୨୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୨୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୪୦ ହଜାର ୬୨୦ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବରଗଡ଼ ଜିଲାରୁ ସର୍ବାଧିକ ୩୪ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୨, ବାଲେଶ୍ୱରରୁ ୬, ବଲାଙ୍ଗୀରରୁ ୯, କଟକରୁ ୧୬, ଢେଙ୍କାନାଳରୁ ୩, ଗଞ୍ଜାମରୁ ୬, ଜଗତ୍‌ସିଂହପୁରରୁ ୩, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୧୩, କନ୍ଧମାଳରୁ ୧, କେନ୍ଦୁଝରରୁ ୨, ଖୋର୍ଦ୍ଧା ରୁ ୨୫ ଆକ୍ରାନ୍ତ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୫, ନବରଙ୍ଗପୁରରୁ ୬, ନୟାଗଡ଼ରୁ ୩, ନୂଆପଡ଼ାରୁ ୨୯ , ପୁରୀରୁ ୨, ରାୟଗଡ଼ାରୁ ୩ ,ସମ୍ବଲପୁରରୁ ୧ ଓ ସୁନ୍ଦରଗଡ଼ରୁ ୨୬ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri