ରାଜ୍ୟରେ ୨୮୫୧ ଡାକ୍ତର ପଦବୀ ଖାଲି

ଭୁବନେଶ୍ୱର, ୨।୭(ବ୍ୟୁରୋ)- ରାଜ୍ୟରେ ବର୍ତ୍ତମାନ ୨୮୫୧ ଡାକ୍ତର ପଦବୀ ଖାଲି ପଡ଼ିଛି। ଏଥିମଧ୍ୟରୁ ମୟୂରଭଞ୍ଜ ଜିଲାରେ ସର୍ବାଧିକ ୧୯୯ଟି ପଦବୀ ରହିଛି। ସେହିଭଳି ଗଞ୍ଜାମରେ ୧୮୯ ଡାକ୍ତର ପଦବୀ ଖାଲି ପଡ଼ିଥିବାବେଳେ ସୁନ୍ଦରଗଡରେ ୧୫୭, କଳାହାଣ୍ଡି ଓ ବାଲେଶ୍ୱରେ ୧୩୨, କୋରାପୁଟରେ ୧୧୨, କେନ୍ଦୁଝରରେ ୧୧୦, ବରଗଡ଼ର ୧୦୫, ଢେଙ୍କାନାଳରେ ୧୦୩, ବଲାଙ୍ଗୀରରେ ୧୦୨, ନବରଙ୍ଗପୁରରେ ୯୯, ପୁରୀ ଓ ଭଦ୍ରକରେ ୯୮, ଅନୁଗୋଳରେ ୯୭ଟି ଡାକ୍ତର ପଦବୀ ଖାଲି ରହିଛି। ତେବେ ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲରେ ସବୁଠାରୁ କମ୍‌ ୨୧ଟି ଡାକ୍ତର ପଦବୀ ଖାଲି ଥିବାବେଳେ ରାଉରକେଲା ଆରଜିଏଚ୍‌ରେ ୩୮ଟି ପଦବୀ ଖାଲି ରହିଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି। ବିଧାନସଭାରେ ବିଜେଡି ବିଧାୟକ ଭୂପିନ୍ଦର ସିଂହଙ୍କ ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଉତ୍ତର ଦେଇ କହିଛନ୍ତି ଯେ, ଖାଲି ଥିବା ପଦବୀଗୁଡ଼ିକୁ ଲୋକ ସେବା ଆୟୋଗ ଦ୍ୱାରା ଚୟନ, ବିଭାଗୀୟ ପଦୋନ୍ନତି, ଆଡହକ ନିଯୁକ୍ତି ତଥା ଚୁକ୍ତି ଭିତ୍ତିକ ନିଯୁକ୍ତି ଦ୍ୱାରା ପୂରଣ କରିବା ପାଇଁ ସରକାର ପଦକ୍ଷେପ ଗ୍ରହଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଆଜି ବୁଧ-ଶନିଙ୍କ ନବପଞ୍ଚମ ଯୋଗ, ମିଥୁନ ସମେତ ଏହି ୪ ରାଶିର କ୍ୟାରିୟରରେ ଆସିବ ବଡ଼ ସଫଳତା, ବ୍ୟବସାୟରେ…

ନବପଞ୍ଚମ ଦୃଷ୍ଟି ଯୋଗ ଦୁଇଟି ଗ୍ରହ ପରସ୍ପରଠାରୁ ୫ମ ଏବଂ ୯ମ ଭାବରେ ଅବସ୍ଥିତ ହେଲେ ଗଠିତ ହୁଏ। ଏହି ଯୋଗ ଗଠନ ହେବା ଫଳରେ ଭାଗ୍ୟଶାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri