ରାଜ୍ୟର ‘ଅମ୍ଫନ୍‌’ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରୁଛନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବାତ୍ୟାଞ୍ଚଳ ପରିଦର୍ଶନରେ ଯାଇଛନ୍ତି। ବାୟୁସେନା ହେଲିକପ୍ଟର ଯୋଗେ ପ୍ରଧାନମନ୍ତ୍ରୀ ଅମ୍ଫନ୍‌ ପ୍ରଭାବିତ ଅଞ୍ଚଳର ସମୀକ୍ଷା କରିବେ। ତେବେ ଏହି ସମୟରେ ତାଙ୍କ ସହ ରାଜ୍ୟପାଳ ଗଣେଶୀ ଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୁଖ ରହିଛନ୍ତି। ପରିଦର୍ଶନ ସାରି ଫେରିବା ପରେ ପ୍ରଧାନମନ୍ତ୍ରୀ ସମୀକ୍ଷା ବୈଠକରେ ଯୋଗ ଦେବେ ବୋଲି ଜଣାପଡ଼ିଛି।

ପ୍ରକାଶ ଯେ, ବାତ୍ୟା ‘ଅମ୍ଫନ୍‌’ବିଶେଷଭାବେ ପଶ୍ଚିମବଙ୍ଗ ଏବଂ ଉପକୂଳ ଓଡ଼ିଶାରେ ପ୍ରଭାବ ପକାଇଛି। ଉଭୟ ରାଜ୍ୟରେ ବ୍ୟାପକ କ୍ଷୟକ୍ଷତି ସହ ଜୀବନହାନୀ ଘଟିଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ ପ୍ରଥମେ ପଶ୍ଚିମବଙ୍ଗ ଗସ୍ତ କରି ବାତ୍ୟାଞ୍ଚଳ ପରିଦର୍ଶନ କରି ଫେରିଛନ୍ତି। ଏବେ ଓଡ଼ିଶାର ପ୍ରଭାବିତ ଅଞ୍ଚଳ ବୁଲି ଦେଖଇବା ପରେ ସେ ଫେରିଯିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁମ୍ଭ ରାଶିରେ ସୃଷ୍ଟି ହେବ ଚତୁର୍ଗ୍ରହୀ ଯୋଗ, ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ପ୍ରଚୁର ଟଙ୍କା!

୧୬ ମାର୍ଚ୍ଚ ସନ୍ଧ୍ୟାରେ କୁମ୍ଭ ରାଶିରେ ଚତୁର୍ଗ୍ରହୀ ଯୋଗ ସୃଷ୍ଟି ହେବ । ରାହୁ, ମଙ୍ଗଳ ଏବଂ ବୁଧ ଗ୍ରହ କୁମ୍ଭ ରାଶିରେ ପୂର୍ବରୁ ଅବସ୍ଥିତ ରହିଛନ୍ତି…

ସଚିନ କି ରୋହିତ ନୁହଁନ୍ତି, ଏହି ବ୍ୟାଟରଙ୍କୁ ସର୍ବଶ୍ରେଷ୍ଠ ଟି-୨୦ ଓପନର ବାଛିଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୫।୩: କିଏ ସର୍ବଶ୍ରେଷ୍ଠ ଟି-୨୦ ଓପନର ? ଏନେଇ ଏକ ଚମକାଇଲା ଭଳି ମନ୍ତବ୍ୟ ଦେଇଛନ୍ତି ବିରାଟ କୋହଲି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଭିଡିଓରେ…

ବାଜିଲା ନିର୍ବାଚନି ବିଗୁଲ, ୪ମେ’ରେ ହେବ ଭୋଟ ଗଣତି

ନୂଆଦିଲ୍ଲୀ,୧୫।୩: ନିର୍ବାଚନ କମିଶନ ଆଜି ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ, କେରଳ ଏବଂ ପୁଡୁଚେରୀ ପାଇଁ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି – ମାର୍ଚ୍ଚ ୧୫। ପଶ୍ଚିମବଙ୍ଗରେ ଭୋଟ…

ମଝି ପଡ଼ିଆରେ ସଲମାନ ଆଗାଙ୍କ ସହ ‘ଖେଳ’ ହୋଇଗଲା! ରନ-ଆଉଟକୁ ନେଇ ହାସ୍ୟାସ୍ପଦ ପୋଷ୍ଟ ଭାଇରାଲ

ରାଓ୍ବଲପିଣ୍ଡି,୧୫।୩: ବର୍ତ୍ତମାନ ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳାଯାଉଛି। ସିରିଜର ଦ୍ୱିତୀୟ ମ୍ୟାଚରେ, ପାକିସ୍ତାନୀ ବ୍ୟାଟ୍ସମ୍ୟାନ ସଲମାନ ଅଲି…

ପତ୍ନୀଙ୍କୁ ତଣ୍ଟି ଚିପି ହତ୍ୟା କରିବା ପରେ ସ୍ବାମୀଙ୍କ ଆତ୍ମହତ୍ୟା, ଅନାଥ ହୋଇଗଲା ୨ ବର୍ଷର ଶିଶୁକନ୍ୟା 

ବାହାନଗା,୧୫।୩(ଅରୂପ କୁମାର ଦାସ):  ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତ ମହାରୁଦ୍ରପୁର ଗ୍ରାମରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ସନ୍ଦେହ ଯୋଗୁ ଗୋଟିଏ ହସଖୁସିର ସଂସାର…

ନିର୍ବାଚନ ପୂର୍ବରୁ ମମତାଙ୍କ ମାଷ୍ଟରଷ୍ଟ୍ରୋକ୍‌, କଲେ ବଡ଼ ଘୋଷଣା

କୋଲକାତା,୧୫।୩: ପଶ୍ଚିମବଙ୍ଗ ନିର୍ବାଚନ ତାରିଖ ଘୋଷଣା ହେବା ପୂର୍ବରୁ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ମାଷ୍ଟରଷ୍ଟ୍ରୋକ୍‌ ମାରିଛନ୍ତି। ରବିବାର ଏକ ଘୋଷଣା କରି, ସେ କହିଛନ୍ତି ଯେ…

ବାହା ହେବେ ଅନୁଷ୍କା ସେଟ୍ଟୀ, ଜାଣନ୍ତି କିଏ ସେହି ଲକି ବୟ…?

ହାଇଦ୍ରାବାଦ: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ଅନୁଷ୍କା ଶେଟ୍ଟୀଙ୍କ ବିବାହକୁ ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ଅନୁଷ୍କା କେବେ ଏବଂ…

IRGCର ଧମକ: ‘ଜୀବିତ ଥିବା ଯାଏ ପିଛା କରିବୁ…, ସାରା ବିଶ୍ୱରେ ଚାଞ୍ଚଲ୍ୟ

ତେହେରାନ/ଜେରୁଜେଲମ,୧୫।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବେ ଏକ ଭୟଙ୍କର ମୋଡ଼ ନେଇଛି। ରବିବାର ଇରାନର ଶକ୍ତିଶାଳୀ ସେନା ‘ରିଭୋଲ୍ୟୁସନାରୀ ଗାର୍ଡସ’ (IRGC) ଇସ୍ରାଏଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri