ରାଜ୍ୟର ସମସ୍ତ ପ୍ରାଣୀ ଉଦ୍ୟାନ ମାର୍ଚ୍ଚ ୩୧ ଯାଏ ବନ୍ଦ

ଭୁବନେଶ୍ୱର,୨୦ା୩(ବ୍ୟୁରୋ): ମାରାତ୍ମକ କରୋନା(କୋଭିଡ-୧୯)କୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଭିତରକନିକା ଅଭୟାରଣ୍ୟ ସମେତ ରାଜ୍ୟର ସମସ୍ତ ପରିବେଶ ପର୍ଯ୍ୟଟନସ୍ଥଳୀର ରାତ୍ର ରହଣି ବ୍ୟବସ୍ଥାର ବୁକିଂ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ରଦ୍ଦ କରାଯାଇଛି। ପରିବେଶ ପର୍ଯ୍ୟଟନସ୍ଥଳୀଗୁଡିକର ଦିନ ଭ୍ରମଣ ବ୍ୟବସ୍ଥାକୁ ମଧ୍ୟ ସାମୟିକ ଭାବେ ସ୍ଥଗିତ କରାଯାଇଛି। ଏହି ସମୟ ମଧ୍ୟରେ ବୁକିଂ କରିଥିବା ସମସ୍ତ ପର୍ଯ୍ୟଟକଙ୍କୁ ସେମାନଙ୍କ ଅଗ୍ରିମ ଶତପ୍ରତିଶତ ଅର୍ଥ ଫେରସ୍ତ ଦିଆଯିବ। ରାଜ୍ୟର ସମସ୍ତ ପ୍ରାଣୀ ଉଦ୍ୟାନ ଜନସାଧାରଣଙ୍କ ନିମନ୍ତେ ବର୍ତ୍ତମାନ ପାଇଁ ବନ୍ଦ ରହିବ।

ସେହିଭଳି ଭୁବନେଶ୍ୱର ସ୍ଥିତ ଜୟଦେବ ବାଟିକାକୁ ମଧ୍ୟ ମାର୍ଚ୍ଚ ୩୧ ତାରିଖ ଯାଏ ବନ୍ଦ କରିବାକୁ ଘୋଷଣା କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ଉଦ୍ଭିଦ ଗବେଷଣା କେନ୍ଦ୍ର ସ୍ଥିତ ବଟାନିକାଲ ଗାର୍ଡେନ ସର୍ବସାଧାରଣଙ୍କ ପାଇଁ ବର୍ତ୍ତମାନ ପ୍ରତ୍ୟହ ଦିନ ୨ଟା ପରେ ବନ୍ଦ କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବଞ୍ଚାନ୍ତୁ…’, ଭାରତର ଶ୍ରେଷ୍ଠ ଖେଳାଳିମାନଙ୍କୁ ସାହାଯ୍ୟ ପାଇଁ ନିବେଦନ କଲେ…

ନୂଆଦିଲ୍ଲୀ,୩।୧: ଭାରତୀୟ ଫୁଟବଲ ସଙ୍କଟରେ ଅଛି। ଇଣ୍ଡିଆନ ସୁପର ଲିଗ (ISL) ହେବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟତା ନାହିଁ। ISL...

ଇନ୍ଦୋର ପାଣିରେ ବ୍ୟାକ୍ଟେରିଆ

ନୂଆଦିଲ୍ଲୀ,୩ା୧: ମଧ୍ୟପ୍ରଦେଶର ଇନ୍ଦୋର ଅନ୍ତର୍ଗତ ଭଗୀରଥପୁରା ଅଞ୍ଚଳରେ ଦୂଷିତ ପାଣିରୁ ଡାଇରିଆ ବ୍ୟାପି ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ୧,୪୦୦ରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ...

ଚିତାଳୋ କଲେଜର ପୂର୍ବତନ ଅଧ୍ୟକ୍ଷ, ସଭାପତି ଗିରଫ, ଏହି ମାମଲାରେ…

ଯାଜପୁର/ ଯାଜପୁର ଟାଉନ୍‌ ୩ା୧(ହର୍ଷବର୍ଦ୍ଧନ ବେହେରା/ ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଜିଲା ଦଶରଥପୁର ବ୍ଲକ ଚିତାଳୋ ଡିଗ୍ରୀ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଅଦ୍ୱୈତ ପ୍ରସାଦ...

ନୂଆ ଦାୟିତ୍ୱ ଗ୍ରହଣ କଲେ ଦେଓ ରଞ୍ଜନ, ହେମନ୍ତ ଶର୍ମା

ଭୁବନେଶ୍ୱର,୩ା୧(ସୁନିତ୍‌ ମିଶ୍ର): ରାଜ୍ୟର ଉନ୍ନୟନ କମିଶନର(ଡିସି) ଭାବେ ନିଯୁକ୍ତି ପାଇଥିବା ୧୯୯୩ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଦେଓ ରଞ୍ଜନ କୁମାର ସିଂ ଶୁକ୍ରବାର ତାଙ୍କ ନୂଆ...

ଆହୁରି ୫ଦିନ ଘନ କୁହଡ଼ି: ଆଗାମୀ ୨୪ ଘଣ୍ଟା ପାଇଁ…

ଭୁବନେଶ୍ୱର,୩ା୧(ବନ୍ଦନା ସେଠୀ): ଘନ କୁହୁଡ଼ି ବଳୟରେ ଅସ୍ତବ୍ୟସ୍ତ ଜୀବନ। ଫଳରେ ଦୃଶ୍ୟମାନ କ୍ଷମତା ହ୍ରାସ ପାଇବାରୁ ଯାତାୟାତ ବାଧାପ୍ରାପ୍ତ ହେଉଛି। ତେବେ ତାପମାତ୍ରାରେ ସାମାନ୍ୟ ପରିବର୍ତ୍ତନ...

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri