ରାଜ୍ୟର ସମସ୍ତ ଯୁକ୍ତ ୩ ଏବଂ ପିଜି ଶେଷ ସେମିଷ୍ଟର ବାତିଲ

ଭୁବନେଶ୍ୱର,୧୧।୬(ବ୍ୟୁରୋ)-ମହାମାରୀ କରୋନା ସକାଶେ ସମସ୍ତ ୟୁଜି (+୩) ଓ ପିଜି ପରୀକ୍ଷା ବାତିଲ କରିଛନ୍ତି ରାଜ୍ୟ ସରକାର। ଶେଷ ବର୍ଷର ବାକି ଥିବା ସମସ୍ତ ଥିଓରୀ, ପ୍ରାକ୍ଟିକାଲ ପରୀକ୍ଷା ବାତିଲ କରାଯାଇଛି। ଗୁରୁବାର ଉଚ୍ଚ ଶିକ୍ଷାମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ  ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତି ନିଆଯାଇଛି। ବିଶ୍ୱ ବିଦ୍ୟାଳୟ ଓ ସ୍ବୟଂ ଶାସିତ କଲେଜ ଗୁଡ଼ିକ ୟୁଜିସି ପରାମର୍ଶକ୍ରମେ ବିକଳ୍ପ ବ୍ୟବସ୍ଥାରେ ମୂଲ୍ୟାୟନ କରି ଅଗଷ୍ଟ ଶେଷ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବେ। ସେହିପରି ବିକଳ୍ପ ମୂଲ୍ୟାୟନରେ ଯଥେଷ୍ଟ ମାର୍କ ପାଇ ନ ଥିବା ପିଲାଙ୍କ ପାଇଁ ପରୀକ୍ଷା ହେବ। ଯେଉଁମାନେ ଅଧିକ ମାର୍କ ପାଇଁ ହକଦାର ଭାବିବେ, ସେମାନେ ପରୀକ୍ଷା ଦେବେ। ନଭେମ୍ବର ମଧ୍ୟରେ ସଂପୃକ୍ତ ଛାତ୍ରୀଛାତ୍ରଙ୍କୁ ନେଇ କଲେଜ କର୍ତ୍ତୃପକ୍ଷ ପରୀକ୍ଷା କରାଇବେ ବୋଲି ବୈଠକରେ ନିଷ୍ପତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ମାଷ୍ଟରଷ୍ଟ୍ରୋକ୍‌, ଅଡୁଆରେ ଚାଇନା

ନୂଆଦିଲ୍ଲୀ,୨୪।୫: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଚାଇନାର ବୃଦ୍ଧି ପାଉଥିବା କାର୍ଯ୍ୟକଳାପ ଭାରତ ସମେତ ବିଶ୍ୱବ୍ୟାପୀ ଅନେକ ଦେଶ ପାଇଁ ଚିନ୍ତାର କାରଣ ପାଲଟିଛି। ଚାଇନା ଯୁଦ୍ଧଜାହାଜ ଏବଂ…

ବାହା ହୋଇପାରୁନଥିଲା ପୁଅ, ରାଗିଯାଇ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ମୁମ୍ବାଇ,୨୪ା୫: ପୁଅକୁ ବିବାହ କରାଇପାରିଲାନି ମା’ । ରିକ୍ସା ଚାଳକ ପୁଅ ନିଜ ବୃଦ୍ଧା ମା’ଙ୍କ ଉପରେ ଏକ ଜ୍ୱଳନଶୀଳ ପଦାର୍ଥ ଢାଳି ନିଆଁ ଲଗାଇ ଦେଇଥିବା…

ପୁଣି ଲଜ୍ଜିତ ହେଲା ୟୁପି! ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଚିୟରଲିଡର୍ସଙ୍କୁ ଦୁର୍ବବ୍ୟହାର, ଦେଖନ୍ତୁ Video

ଲକ୍ଷ୍ନୌ,୨୪।୫: ବର୍ତ୍ତମାନ, ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ପାଇଁ ସାରା ଭାରତରେ ଉତ୍ସାହ ଲାଗି ରହିଛି। ଦେଶର ବିଭିନ୍ନ ରାଜ୍ୟରେ 2026 ସିଜିନ ପାଇଁ ମ୍ୟାଚ…

‘ମୋତେ ମୂର୍ଖ କୁହ ନାହିଁ – ମୋତେ ଏକଛତ୍ରବାଦୀ କୁହ’: ଜାଣନ୍ତୁ କାହିଁକି ଏମିତି କହିଲେ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୪।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ଟ୍ରମ୍ପ ମନ୍ତବ୍ୟ ଦେଇଛନ୍ତି ଯେ ତାଙ୍କୁ ‘ମୂର୍ଖ’ ବୋଲି କୁହାଯିବା ପସନ୍ଦ ନୁହେଁ; ସେ…

ଆମେରିକା-ପାକିସ୍ତାନ ସମ୍ପର୍କକୁ ନେଇ ବଡ଼ ବୟାନ ଦେଲେ ରୁବିଓ, ଜାଣନ୍ତୁ ଭାରତକୁ ନେଇ କ’ଣ କହିଲେ

ନୂଆଦିଲ୍ଲୀ,୨୪।୫: ଆମେରିକା ଏବଂ ପାକିସ୍ତାନର ସମ୍ପର୍କ ଏବଂ ଭାରତ ସହିତ ଏହାର ରଣନୈତିକ ସହଭାଗୀତା ମଧ୍ୟରେ ପାର୍ଥକ୍ୟ କରି, ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି…

CBSE Copy Scanning Fees: ଆକାଉଣ୍ଟରୁ ଦୁଇଥର କଟିଛି କି ଟଙ୍କା? ଫେରସ୍ତ ନେଇ ବଡ଼ ଘୋଷଣା କଲା ବୋର୍ଡ

ନୂଆଦିଲ୍ଲୀ,୨୪।୫: ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ଖାତା ପୁନଃମୂଲ୍ୟାୟନ (Re-evaluation) ପ୍ରକ୍ରିୟାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆବେଦନ ସମୟରେ ବାରମ୍ବାର ଦେଖାଦେଉଥିବା ବୈଷୟିକ…

ଆଉ ୫ ଦିନ ଜଳାଇବ,ଏଲ୍‌ ନିନୋକୁ ନେଇ IMD ଡିଜି ଦେଲେ ବଡ଼ ସୂଚନା, କହିଲେ ଏଥର…

ଭୁବନେଶ୍ୱର,୨୪ା୫: ରାଜ୍ୟରେ ପ୍ରବଳ ତାତି ଓ ଗୁଳୁଗୁଳିକୁ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ଆଉ ୫…

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri