ରାଜ୍ୟର ସ୍ଥିତି ସମ୍ପର୍କରେ ସୋନିଆଙ୍କ ସହ କଥାହେଲେ ନିରଞ୍ଜନ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଦେଶରେ ମହାମାରୀ କରୋନା ଭୂତାଣୁ(କୋଭିଡ-୧୯) ସଂକ୍ରମଣ ବଢ଼ିବାରେ ଲାଗିଛି। ଜନସାଧାରଣଙ୍କ ଜୀବନ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକ୍‌ଡାଉନ ଅବଧିକୁ ଏପ୍ରିଲ ୩୦ଯାଏ ମଧ୍ୟ ବୃଦ୍ଧି କରିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଓ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ କରୋନା ସ୍ଥିତି ସମ୍ପର୍କରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି। କଂଗ୍ରେସ ପକ୍ଷରୁ କିପରି ଗରିବ, ନିରାଶ୍ରୟଙ୍କୁ ସହଯୋଗ କରାଯାଉଛି ସେନେଇ କଥା ହୋଇଥିଲେ। ଏହାସହ ଲୋକମାନଙ୍କୁ ଖାଦ୍ୟ ଏବଂ ମାସ୍କ ବଣ୍ଟନରେ କରି ସାହାଯ୍ୟ କରୁଛି ସେ ବିଷୟରେ ମଧ୍ୟ ଜଣାଇଥିଲେ। କଂଗ୍ରେସ ରାଜ୍ୟରେ କୃଷି ସଙ୍କଟର ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଓ ସରକାରଙ୍କୁ ଅନୁରୋଧ କରିଛି। ମାରାତ୍ମକ କରୋନା ଭାଇରସର ବିସ୍ତାରକୁ ମୁକାବିଲା କରିବା ପାଇଁ ରାଜ୍ୟରେ ପର୍ଯ୍ୟାପ୍ତ ପରୀକ୍ଷଣ କରାଯାଉ ନ ଥିବାରୁ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି ବୋଲି କଂଗେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ପିସିସି ସଭାପତି ପଟ୍ଟନାୟକ ଅବଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri