ରାଜ୍ୟର ୧୪ କରୋନା ଆକ୍ରାନ୍ତ ସୁସ୍ଥ: ମୋଟ ଆରୋଗ୍ୟ ସଂଖ୍ୟା ୫୫କୁ ବୃଦ୍ଧି

ଭୁବନେଶ୍ୱର,୧ା୫(ବ୍ୟୁରୋ): ରାଜ୍ୟରେ ୧୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଶୁକ୍ରବାର ରାଜ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ଜଣାଯାଇଛି। ଏମାନଙ୍କ ମଧ୍ୟରୁ କେନ୍ଦ୍ରାପଡ଼ାରୁ ଜଣେ, ଭୁବନେଶ୍ୱରରୁ ୩ଜଣ, ବାଲେଶ୍ୱରରୁ ୩ଜଣ ଏବଂ ଭଦ୍ରକରୁ ୭ଜଣ ଥିବା ଜଣାପଡ଼ିଛି। ଏହାକୁ ମିଶାଇ ମୋଟ ଆରୋଗ ସଂଖ୍ୟା ୫୫ରେ ପହଞ୍ଚିଛି। ଏହା ମଧ୍ୟରେ କେନ୍ଦ୍ରାପଡ଼ାରେ କୌଣସି ସକ୍ରିୟ କେସ ରହି ନ ଥିବା ବିଭାଗ ପକ୍ଷରୁ ଜଣାଇ ଦିଆଯାଇଛି। ସୂଚନାଯୋଗ୍ୟ, ଶୁକ୍ରବାର ଗୋଟିଏ ଦିନରେ ୫ଟି କରୋନା ପଜିଟିଭ ବାହାରିଥିବା ବେଳେ ମୋଟ ୧୪୮ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନବନ୍ଦରରୁ ଜବତ ହେଲା ୫କୋଟିର ମାରିଜୁଆନା

ଭୁବନେଶ୍ୱର,୮।୭(ତ୍ରିନାଥ ମହାନ୍ତି): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ଜବତ ହୋଇଛି ୫କୋଟି ଟଙ୍କା ମୂଲ୍ୟର ମାରିଜୁଆନା। ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ୧୧କେଜି ମାରିଜୁଆନା ଜବତ କରାଯାଇଛି। ଏହି…

ଫୁଟ୍‌ବଲରେ ଟ୍ରମ୍ପ୍‌ କାର୍ଡ

ବିଶ୍ୱକପ୍‌ ଫୁଟ୍‌ବଲ ୨୦୨୬ କ୍ରୀଡ଼ାପ୍ରେମୀଙ୍କୁ ଆବୋରି ରଖିଛି। ଏହି ସମୟରେ ଗୋଟେ ମିମ୍‌ ସୋସିଆଲ ମିଡିଆରେ ବେଶି ଘୂରି ବୁଲୁଥିବା ଦେଖାଯାଉଛି। ଆମେରିକା ଫୁଟ୍‌ବଲ ଦଳର ଷ୍ଟ୍ରାଇକର୍‌ଙ୍କୁ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ

ଭୁବନେଶ୍ୱର,୮।୭(ସୁନିତ୍‌ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri