ରାଜ୍ୟର ୧୪ ସହରରେ କମିଛି ପ୍ରଦୂଷଣ: ଭୁବନେଶ୍ୱର, ବ୍ରହ୍ମପୁରରେ ସର୍ବାଧିକ ୬୦ ପ୍ରତିଶତ ହ୍ରାସ

ଭୁବନେଶ୍ୱର, ୩।୫(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ଗାଡ଼ି ଚଳାଚଳ ଉପରେ କଟକଣା ଲାଗୁ କରାଯାଇଛି। ଫଳରେ ରାଜ୍ୟର ୧୪ ସହରରେ ଏବେ ବାୟୁ ପ୍ରଦୂଷଣ ମାତ୍ରା କମିଛି। କେତେକ ସହରର ବାୟୁର ଗୁଣବତ୍ତା ଭଲ ରହିଥିବାବେଳେ ଆଉ କେତେକ ସହରରେ ସନ୍ତୋଷଜନକ ସ୍ଥିତିରେ ଥିବା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ବାୟୁ ପ୍ରଦୂଷଣର ସୂଚକାଙ୍କ ଅନୁସାରେ ଭୁବନେଶ୍ୱର ଓ ବ୍ରହ୍ମପୁରରେ ପ୍ରଦୂଷଣର ମାତ୍ରା ସର୍ବାଧିକ ୬୦ ପ୍ରତିଶତ କମିଛି। ଝାରସୁଗୁଡ଼ାରେ ୫୩, ଅନୁଗୋଳ, ତାଳଚେର ସହିତ ଅନ୍ୟ ସହରଗୁଡ଼ିକରେ ୩୦ରୁ ୩୭ ପ୍ରତିଶତ ପ୍ରଦୂଷଣ ମାତ୍ରା କମିଛି। ଯେବେଠାରୁ ସାରା ଦେଶରେ ଲକଡାଉନ୍‌ ଆରମ୍ଭ ହୋଇଛି ତାହାର କିଛି ଦିନ ପରେ ବାୟୁ ପ୍ରଦୂଷଣ ମାତ୍ରା କମିବାରେ ଲାଗିଛି। ତେଣୁ ଲୋକେ ପୂର୍ବ ଅପେକ୍ଷା ଅଧିକ ସ୍ବଚ୍ଛ ବାୟୁ ନେଉଛନ୍ତି ବୋଲି ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri