ରାଜ୍ୟର ୪ ପ୍ରମୁଖ ସ୍ଥାନରେ ପହଞ୍ଚିଲା ଶ୍ରମିକ ସ୍ପେଶାଲ ଟ୍ରେନ

ଭୁବନେଶ୍ୱର,୧୪।୫(ଡି.ଏନ.ଏ.)-ରାଜ୍ୟର ୪ଟି ପ୍ରମୁଖ ସ୍ଥାନରେ ଗୁରୁବାର ଶ୍ରମିକ ସ୍ପେଶାଲ ଟ୍ରେନ ଯୋଗେ ପ୍ରବାସୀମାନେ ଆସି ପହଞ୍ଚିଛନ୍ତି। ପ୍ରାୟ ୪ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଭଦ୍ରକ, ଖୋର୍ଦ୍ଧା, ବାଲେଶ୍ୱର ଓ ବଲାଙ୍ଗୀର ଷ୍ଟେଶନରେ ଓହ୍ଲାଇଥିବା ଜଣାପଡ଼ିଛି। ଆନ୍ଧ୍ରପ୍ରଦେଶର ଚିତ୍ତୋର ଷ୍ଟେଶନରୁ ଆସିଥିବା ଟ୍ରେନ ଭଦ୍ରକ ଷ୍ଟେଶନରେ ପହଞ୍ଚିଥିବାବେଳେ ଗୁଣ୍ଟୁରୁ ଷ୍ଟେଶନରୁ ଆସିଥିବା ଏକ ଟ୍ରେନ ବଲାଙ୍ଗୀରରେ ପହଞ୍ଚିଛି। ସେହିପରି ଗୁଜୁରାଟର ମୋର୍ବିଠାରୁ ଆସିଥିବା ପ୍ରବାସୀମାନେ ବାଲେଶ୍ୱର ଷ୍ଟେଶନରେ ଓହ୍ଲାଇଛନ୍ତି। ଗୁଜୁରାଟର ସୁରଟରୁ ଆସିଥିବା ଏକ ଟ୍ରେନ ଖୋର୍ଦ୍ଧାରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯(ପ୍ରଭୁକଲ୍ୟାଣ ପାଲ): କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ…

ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…

ଶିରିଝୋଲି ହତ୍ୟାକାଣ୍ଡରେ ବଡ଼ ରାୟ, ବୁଡୁଙ୍କୁ ଆଜୀବନ….

ଗୁଣପୁର, ୭।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅତିରିକ୍ତ ଜିଲା ଜଜ୍‌ (ଏଡିଜେ) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଗୁଣପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri