ରାଜ୍ୟସଭା ନିର୍ବାଚନ: ନବୀନଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କଲେ ବିଜେଡିର ୪ ପ୍ରାର୍ଥୀ

ଭୁବନେଶ୍ୱର, ୧୧।୩(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ବିଜେଡିର ୪ ପ୍ରାର୍ଥୀ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ବିଧାନସଭା ସଚିବାଳୟ ପରିସରରେ ରାଜ୍ୟ ସଭା ରିଟର୍ନିଂ ଅଫିସରଙ୍କ ନିକଟରେ ୪ ପ୍ରାର୍ଥୀ ସୁବାସ ସିଂ, ମୁନ୍ନା ଖାଁ, ସୁଜିତ କୁମାର ଓ ମମତା ମହାନ୍ତ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏହି ସମୟରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିଧାୟକ ଓ ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

ଆନ୍ଦୋଳନ ଭିତରେ ଆକ୍ସନ ମୋଡକୁ ଆସିଲେ ଧର୍ମେନ୍ଦ୍ର ପ୍ରଧାନ: ନେଲେ ଏହି ପଦକ୍ଷେପ, ଓଡ଼ିଶାର ସାଂସଦଙ୍କ ସହିତ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

୧୦ ବର୍ଷରେ ୧୫୨ ପ୍ରଶ୍ନପତ୍ର ଲିକ୍‌, କାହାକୁ ବି ମିଳିନି ଦଣ୍ଡ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୨୩ା୭: ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଆନ୍ଦୋଳନ କରୁଥିବା ଛାତ୍ରୀଛାତ୍ରମାନେ କୌଣସି ଆତଙ୍କବାଦୀ ନୁହଁନ୍ତି। ସେମାନେ କେବଳ ଏକ ନିରପେକ୍ଷ ଓ ସ୍ବଚ୍ଛ ଶିକ୍ଷା ବ୍ୟବସ୍ଥା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri