ରାଜ୍ୟସ୍ତରୀୟ ଆମ୍ବ ମେଳା ଉଦ୍‌ଘାଟିତ: ୧୦ରୁ ଊର୍ଦ୍ଧ୍ୱ କିସମର ଆମ୍ବ ପ୍ରଦର୍ଶନ

ଭୁବନେଶ୍ୱର, ୨ା୬(ବ୍ୟୁରୋ)- ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନ ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ଓ ବିପଣନ ସମିତି (ଓର୍‌ମାସ୍‌) ତଥା ଓଡ଼ିଶା ଜୀବିକା ମିଶନର ମିଳିତ ଉଦ୍ୟମରେ ଶନିବାର ରାଜ୍ୟସ୍ତରୀୟ ଆମ୍ବ ମେଳା ଉଦ୍‌ଘାଟିତ ହୋଇଛି। ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ (ଏସ୍‌.ଆଇ.ଆର୍‌.ଡି) ପରିସରରେ ଅନୁଷ୍ଠିତ ଏହି ମେଳା ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ଓଡ଼ିଶାର ଅନୁଗୋଳ, ରାୟଗଡ଼ା, ମୟୂରଭଞ୍ଜ, ସମ୍ବଲପୁର, ବଲାଙ୍ଗୀର, କୋରାପୁଟ, ଢେଙ୍କାନାଳ ଓ ଗଜପତି ଆଦି ଜିଲାରୁ ଆମ୍ରପଲି, ଦଶେରୀ, ମଲ୍ଲିକା, ଲେଙ୍ଗେଡ଼ା, ବାଇଗଣ ପାଲି, ହିମସାଗର, ତୋଟା ପୁରୀ, ସୁନ୍ଦରୀ, ନିଲମ, ବମ୍ବେ ଗ୍ରୀନ ଆଦି ୧୦ରୁ ଊର୍ଦ୍ଧ୍ୱ କିସମର ଆମ୍ବ ମେଳାରେ ପ୍ରଦର୍ଶନ ଓ ବିକ୍ରି ପାଇଁ ଉପଲବ୍ଧ ରହିଛି। ମୋଟ ୧୬ଟି ଷ୍ଟଲ୍‌ ଖୋଲାଯାଇଛି। ଚାଷୀଙ୍କଠାରୁ ସିଧାସଳଖ ଉପଭୋକ୍ତାଙ୍କୁ ତଥା ଉତ୍ପାଦକଙ୍କଠାରୁ ସିଧାସଳଖ ଉପଭୋକ୍ତାଙ୍କୁ ଉତ୍କୃଷ୍ଟ ଆମ୍ବ ଯୋଗାଇବା ସହ ଚାଷୀଙ୍କ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ବରାନ୍ବିତ କରିବା ଏହି ମେଳାର ଲକ୍ଷ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

ଭିଆର୍‌ଏସ୍‌ ନେଲେ ଆଇପିଏସ୍‌ ସଞ୍ଜୟ ସିଂ

ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ୍‌ ସଞ୍ଜୟ ସିଂ ଭିଆରଏସ୍‌ ଘୋଷଣା କରିଛନ୍ତି। ୧୯୯୬ ବ୍ୟାଚ୍‌ ଆଇପିଏସ୍‌ ସଞ୍ଜୟ ସିଂଙ୍କୁ ଭିଆରଏସ୍‌ ଆବେଦନକୁ ରାଜ୍ୟ ଗୃହ ବିଭାଗ...

ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ୍‌, କଲେ ଏଭଳି ଅପିଲ୍‌

ଭୁବନେଶ୍ୱର୧୮।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇବ। ଏହା ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ...

ଓଡ଼ିଶାରେ ୩୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଦେଲା ଏଏପି, ଜାଣନ୍ତୁ କେଉଁଠୁ କିଏ ପାଇଲେ…

ଭୁବନେଶ୍ୱର,୧୮।୪: ଓଡ଼ିଶାରେ ଆମ ଆଦମୀ ପାର୍ଟି(ଏଏପି) ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ ବିଧାନସଭା ଆସନ ଲାଗି ପ୍ରାର୍ଥୀ...

ପରପାରିରେ ବିଶିଷ୍ଠ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ...

ଦଳ ଟିକେଟ ଦେଲେ କେନ୍ଦ୍ରାପଡ଼ାରୁ ଲଢ଼ିବି: ସିପ୍ରା 

ଭୁବନେଶ୍ୱର,୧୮।୪: ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ବିଭିନ୍ନ ରାଜନୈତିକ ଦଳରେ ମିଶ୍ରଣ ପର୍ବ ଜୋର ଧରୁଛି । ବିଭିନ୍ନ ରାଜନେତା କିମ୍ବା ନେତ୍ରୀ ବିଭିନ୍ନ...

ବିଜେଡିରେ ଯୋଗଦେବା ପରେ ଏମିତି କହିଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର,୧୮।୪: ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ର୍ରିୟଦର୍ଶିନୀ ଗୁରୁବାର ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡିର ଏକ ମିଶ୍ରଣ ପର୍ବରେ ସେ ଦଳରେ ଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri