ରାଜ୍ୟସ୍ତରୀୟ ରେଳ ସୁରକ୍ଷା କମିଟି ବୈଠକ: ଟ୍ରେନ୍‌ରେ ମାନବ ଚାଲାଣ ରୋକିବାକୁ ଗୁରୁତ୍ୱ

କଟକ ଅଫିସ,୨୫ା୨- ରାଜ୍ୟସ୍ତରୀୟ ରେଳ ସୁରକ୍ଷା କମିଟିର ଚଳିତବର୍ଷର ପ୍ରଥମ ତ୍ରୈମାସିକ ବୈଠକ ମଙ୍ଗଳବାର ରାଜ୍ୟ ପୋଲିସ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଡିଜିପି ଅଭୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପୋଲିସ, ରେଲଓ୍ବେ ସହ ଅନ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ଟ୍ରେନ୍‌ରେ ମାନବ ଚାଲାଣ ର଼୍ୟାକେଟ୍‌ ସକ୍ରିୟ ହୋଇପଡିଛି। ବର୍ତ୍ତମାନ ଏହା ପୋଲିସ ବିଭାଗର ଚିନ୍ତା ବଢାଇଛି। ତେଣୁ ଏହାକୁ ରୋକାଯିବା ପାଇଁ ଷ୍ଟେଶନଗୁଡ଼ିକରେ କଡାକଡି ଯାଞ୍ଚ ଲାଗି ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। ସେହିପରି ଯାତ୍ରୀଙ୍କ ସୁରକ୍ଷିତ ଯାତ୍ରା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା। ବିଶେଷକରି ମହିଳା ଯାତ୍ରୀଙ୍କ ସୁରକ୍ଷାକୁ ପ୍ରାଧାନ୍ୟ ଦେବାକୁ ଅଭୟ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri