ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ଉଦ୍‌ଘାଟିତ

ବ୍ରହ୍ମପୁର ଅଫିସ,୫ା୭- ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ବ୍ରହ୍ମପୁର ଗୋସାଣୀନୂଆଗଁା ଗୁଣ୍ଡିଚା ମଣ୍ଡପ ନିକଟରେ ଗୁରୁବାର ସନ୍ଧ୍ୟାରେ ଆରମ୍ଭ ହୋଇଛି। ଶିଶୁ ବାର୍ତ୍ତା ଆନୁକୂଲ୍ୟରେ ଆୟୋଜିତ ତ୍ରୟୋଦଶ ମହୋତ୍ସବ ୮ ଦିନ ଧରି ଚାଲିବ।
ଶିଶୁ କଳାକାର ରାଜ କୁମାର ଏହାକୁ ଉଦ୍‌ଘାଟନ କରିଥିଲେ। ଗଞ୍ଜାମ ଜିଲାର ୩୦ କଳାନୁଷ୍ଠାନ ସମେତ ରାଜ୍ୟର ବିଭିନ୍ନ ସ୍ଥାନର ଶିଶୁ କଳାକାରମାନେ ଏଥିରେ ଯୋଗଦେଇ ବିଭିନ୍ନ ଦିବସ ସନ୍ଧ୍ୟାରେ ନୃତ୍ୟ, ସଂଗୀତ ପରିବେଷଣ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟତଃ ଓଡ଼ିଶୀ, ମାହାରି ନୃତ୍ୟ, ଦେବେଦାସୀ ନୃତ୍ୟ ଓ ବାଦ୍ୟ ପରିବେଷଣ କରି ପ୍ରଥମ ଦିନ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଥିଲେ। ଜିଲା ସଂସ୍କୃତି ବିଭାଗ ସହଯୋଗ କରୁଥିବା ଶିଶୁ ବାର୍ତ୍ତା ସମ୍ପାଦକ ମାନସ ଦାସ ସୂଚାଇଛନ୍ତି। ବିଭିନ୍ନ ସନ୍ଧ୍ୟାରେ ପାରିଦର୍ଶିତା ଅର୍ଜନ କରିଥିବା ଶିଶୁ ପ୍ରତିଭାଧାରୀଙ୍କୁ ସମ୍ମାନିତ କରାଯିବାର କାର୍ଯ୍ୟକ୍ରମ ରହିଛି। ଘୋଷଯାତ୍ରାର ପରମ୍ପରାକୁ ଆଧାର କରି ଏହି ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଉଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି

ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ।…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ଡାକ୍ତର ଅଛନ୍ତି ମାତ୍ର ୧୦…ଛତ୍ରପୁର ହସ୍ପିଟାଲରେ ICU ଓ ଟ୍ରମା କେୟାର ପାଇଁ ଉଠିଲା ଦାବି

ଛତ୍ରପୁର,୬ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ପର୍ଯ୍ୟାପ୍ତ ସଂଖ୍ୟକ…

ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ଅଭିଯୋଗ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର

ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ୯ ବରପଲ୍ଲୀ ଗ୍ରାମକୁ ଉପଯୁକ୍ତ ରାସ୍ତା ଟିଏ ନଥିଲା । ଦୀର୍ଘ ବର୍ଷ ହେବ ମୋରମ ବିଛା…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଗୁରୁଙ୍କୁ ସମ୍ମାନ, ଶିକ୍ଷକଙ୍କୁ ସମ୍ବର୍ଦ୍ଧନା; ଭଞ୍ଜନଗର ବିଧାୟକ କହିଲେ…

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ରବିବାର ସନ୍ଧ୍ୟାରେ ‘ଗୁରୁ ପୂଜନ ସହ ସମ୍ବର୍ଦ୍ଧନା ଉତ୍ସବ’ ଅନୁଷ୍ଠିତ ହୋଇଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri