Posted inଖେଳ

ରାଜ୍ୟ ଓପନ ର଼୍ୟାପିଡ୍‌ ଚେସ୍‌: ରବୀନ୍ଦ୍ର ଚାମ୍ପିୟନ

ଭୁବନେଶ୍ୱର, ୧୦।୬(କ୍ରୀଡ଼ା ପ୍ରତିନିଧି)- ଖୋର୍ଦ୍ଧା ଜିଲା ଚେସ୍‌ କ୍ଲବ ଓ ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ରବିବାର ଶେଷ ହୋଇଥିବା ୪ର୍ଥ ରାଜ୍ୟ ଓପନ ର଼୍ୟାପିଡ୍‌ ଚେସ୍‌ରେ ରବୀନ୍ଦ୍ର ଓଝା ଚାମ୍ପିୟନ ହୋଇଛନ୍ତି। ତାପଙ୍ଗସ୍ଥିତ କବିରାଜ ଚିନ୍ତାମଣୀ ବିଦ୍ୟାପୀଠରେ ଆୟୋଜିତ ୬ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ କଟକର ରବୀନ୍ଦ୍ର ପୂରା ୬ ପଏଣ୍ଟ ପାଇ ଟାଇଟଲ ହାସଲ କରିଛନ୍ତି। ଭୁବନେଶ୍ୱରର ସୌମ୍ୟରଞ୍ଜନ ମିଶ୍ର ୫ ଓ ମାନସରଞ୍ଜନ ପରିଡ଼ା ୪.୫ ପଏଣ୍ଟ ସହିତ ପରବର୍ତ୍ତୀ ୨ ସ୍ଥାନରେ ରହିଛନ୍ତି। ୧୫ ଜଣଙ୍କୁ ମୁଖ୍ୟ ପୁରସ୍କାର ସମେତ ୬ ସ୍କୁଲ ପିଲା ଏବଂ ୯ ଖେଳାଳିଙ୍କୁ ସାନ୍ତ୍ୱନାମୂଳକ ପୁରସ୍କାର ପ୍ରଦାନ କରାଯାଇଥିଲା। ଖୋର୍ଦ୍ଧାଜିଲା ଚେସ୍‌ କ୍ଲବ ସମ୍ପାଦକ ୟୁସୁଫ କଳାପାହାଡ଼, ଗେମ୍ସ ଡାଇରେକ୍ଟର ଦେବାଶିଷ ପାଣିଗ୍ରାହୀ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri