ରାଜ୍ୟ କଂଗ୍ରେସ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଆଲୋକଙ୍କୁ ମୟୂରଭଞ୍ଜ, ସଂଗ୍ରାମଙ୍କୁ ବାଲେଶ୍ୱର

କେନ୍ଦୁଝର,୨୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କଂଗ୍ରେସ ଦଳକୁ ତୃଣମୂଳ ସ୍ତରରେ ସଂଗଠନକୁ ଶକ୍ତିଶାଳୀ ଓ କ୍ରିୟାଶୀଳ କରିବା ପାଇଁ ରାଜ୍ୟ କଂଗ୍ରେସ ରଣନୀତି ପ୍ରସ୍ତୁତି କରିଛି। ପିସିସି ସଭାପତି ଶରତ ପଟ୍ଟନାୟକ ରାଜ୍ୟ କଂଗ୍ରେସର ପଦାଧିକାରୀଙ୍କୁ ବିଭିନ୍ନ ଜିଲା ପ୍ରଭାରୀ ଭାବେ ନିଯୁକ୍ତି ଦେଇଛନ୍ତି। ସେହିପରି କେନ୍ଦୁଝର ଜିଲାର ଦୁଇ ପିସିସି କର୍ମକର୍ତ୍ତାଙ୍କୁ ମଧ୍ୟ ଏହି ତାଲିକାରେ ରଖାଯାଇଛି l ପିସିସି ସାଧାରଣ ସମ୍ପାଦକ ଆଲୋକ ମିଶ୍ରଙ୍କୁ ମୟୂରଭଞ୍ଜ ଜିଲା ପ୍ରଭାରୀ ଭାବେ ଏବଂ ପିସିସି ସମ୍ପାଦକ ସଂଗ୍ରାମ ଦାସଙ୍କୁ ବାଲେଶ୍ୱର ଜିଲା ପ୍ରଭାରୀ ଭାବେ ଦାୟିତ୍ୱ ମିଳିଛି l ସେମାନେ ତୁରନ୍ତ ଦାୟିତ୍ୱରେ ଥିବା ଜିଲାକୁ ଗସ୍ତ କରି ତାଙ୍କ ନେତୃବୃନ୍ଦ ସହିତ ଆଲୋଚନା କରି ସଂଗଠନକୁ ସଜାଡ଼ିବା ପାଇଁ ପିସିସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri