ରାଜ୍ୟ ବାହାରୁ ପାଟଣା ଫେରିଥିବା ୧୫୧ ଜଣ ଆଇସୋଲେଶନରେ

ପାଟଣା,୨୩।୩(ସ୍ବ.ପ୍ର.): ମହାମାରୀ କରୋନାକୁ ନେଇ ସାରା ବିଶ୍ୱ ଆତଙ୍କିତ ଅବସ୍ଥାରେ। ଏହି ପରିପ୍ରେକ୍ଷୀରେ ବାଙ୍ଗାଲୋରରେ ରହି କାମ କରୁଥିବା କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପଞ୍ଚାୟତ ନୂଆ ଖମଣ ଗ୍ରାମର ୨ ଯୁବକ ରବିବାର ଘରକୁ ଫେରିଛନ୍ତି। ଏ ନେଇ ଗ୍ରାମବାସୀ ଆତଙ୍କିତ ହୋଇ ସ୍ବାସ୍ଥ୍ୟ ବିଭାଗ ଓ ତୁରୁମୁଙ୍ଗା ପୋଲିସକୁ ଖବର ଦେଇଥିଲେ। ଖବର ପାଇ ସ୍ବାସ୍ଥ୍ୟ ବିଭାଗ ତରଫରୁ ଏଏନ୍‌ଏମ୍‌, ଆଶା କର୍ମୀ ଓ ବିଜୁ ଯୁବ ବାହିନୀର ବ୍ଲକ ସଂଯୋଜିକା ବେବିରାଣୀ ମହାପାତ୍ର ଗ୍ରାମରେ ପହଞ୍ଚି ୨ ଯୁବକଙ୍କୁ ଘରେ ଆଇସୋଲେଶନରେ ରହିବାକୁ ପରାମର୍ଶ ଦେଇଛନ୍ତି। ଏ ନେଇ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଚିକିତ୍ସା ଅଧିକାରୀ ଡ. ପ୍ରକାଶ ଶତପଥୀ ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ବାଙ୍ଗାଲୋର ଓ ଚେନ୍ନାଇରେ ରହି ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ୧୫୧ ଜଣ ବ୍ୟକ୍ତି କିଛିଲ୍‌ଦିନ ହେବ ପାଟଣା ବ୍ଲକକୁ ଫେରିଛନ୍ତି। ସେମାନଙ୍କୁ ୧୪ ଦିନ ପାଇଁ ନିଜ ନିଜ ଘରେ ଆଇସୋଲେଶନରେ ରହିବା ପାଇଁ ବ୍ଲକ ପ୍ରଶାସନ ନିର୍ଦ୍ଦେଶ ଦେବା ସହ ବିଭିନ୍ନ ବ୍ୟବସ୍ଥା କରାଯାଇଛି। ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ କରୋନା ଭୂତାଣୁରେ ସଂକ୍ରମିତ ରୋଗୀଙ୍କ ଚିକିତ୍ସା ପାଇଁ ୨ଟି ଆଇସୋଲେଶନ କକ୍ଷ ନିର୍ମାଣ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶନି-ଚନ୍ଦ୍ରଙ୍କ ସଂଯୋଗରେ ବିଷ ଯୋଗ: ସଙ୍କଟରେ ୩ ରାଶି, ପାଖରୁ ପଳାଇବ ସବୁ ଟଙ୍କା, ଚାଲିଯିବ ଚାକିରି!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ର ଓ ଶନିଙ୍କ ଯୁତିରୁ ‘ବିଷ ଯୋଗ’ ଗଠନ ହୋଇଥାଏ। ଜ୍ୟୋତିଷବିଦ୍‌ଙ୍କ ମତରେ ଏହି ଯୋଗର ପ୍ରଭାବ କିଛି ରାଶି ଉପରେ…

ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ଗୋଖରକୁଦା ରାସ୍ତାରେ ଭାଙ୍ଗିଲା ଗଛ, ଘରେ ପଶିଲା ବର୍ଷା ଜଳ

ଗଞ୍ଜାମ,୨୫।୯(ବିଦ୍ୟାଧର ସାହୁ ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ତୁହାକୁ ବର୍ଷା ପାଇଁ ଲୋକେ ଘରୁ ପଦାକୁ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?