ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ସଦସ୍ୟାଙ୍କ ଅନୁଗୋଳ ଗସ୍ତ: ଶିଶୁ ସଦନ, ବାଳିକା ବିଦ୍ୟାଳୟ ସ୍ଥିତି ପରଖିଲେ

ଅନୁଗୋଳ ଅଫିସ, ୧୮।୧୨-ଅନୁଗୋଳ ଜିଲାରେ ଚାଲୁଥିବା ଶିଶୁ ଯତ୍ନ ଅନୁଷ୍ଠାନ, ଅଙ୍ଗନୱାଡ଼ି କେନ୍ଦ୍ର ଏବଂ ତଫସିଲଭୁକ୍ତ ଜାତି ଓ ଜନଜାତି ବିଦ୍ୟାଳୟ ଗୁଡ଼ିକରେ ରହୁଥିବା ଶିଶୁମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ଅବଗତ ହେବା ପାଇଁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ସଦସ୍ୟା ଦିବ୍ୟା ଶାସ୍ବତୀ ମଙ୍ଗଳବାରଠାରୁ ୨ ଦିନିଆ ଅନୁଗୋଳ ଜିଲା ଗସ୍ତରେ ଆସିଛନ୍ତି। ପ୍ରଥମେ ସର୍କିଟ ହାଉସ ଠାରେ ବିଭାଗୀୟ କର୍ମକର୍ତ୍ତାଙ୍କ ସହ ବୈଠକ କରି ଜିଲାରେ ଚାଲୁଥିବା ୪ଟି ଶିଶୁ ଯତ୍ନ ଅନୁଷ୍ଠାନର ଠିକ୍‌ ପରିଚାଳନା ସମ୍ପର୍କରେ ସଦସ୍ୟା ଅବଗତ ହୋଇଥିଲେ। ଏହାପରେ ଆୟୋଗ ସଦସ୍ୟା ଅନୁଗୋଳ ସହର ଉପକଣ୍ଠରେ ଥିବା ଆଦୃତ ଶିଶୁ ସଦନ ପରିଦର୍ଶନରେ ଯାଇ ପିଲାମାନଙ୍କ ସହିତ ବାର୍ତ୍ତାଳାପ କରିବା ସହ ବିଭିନ୍ନ କାଗଜପତ୍ର ଯାଞ୍ଚ କରିଥିଲେ। ସେହିପରି ସନ୍ଧ୍ୟାରେ ସଦସ୍ୟା ଓ ଶିଶୁ ସୁରକ୍ଷା ଅଧିକାରୀଙ୍କ ଏକ ଟିମ୍‌ ପାଲଲହଡ଼ା ବ୍ଲକ ଖମାରରେ ଥିବା କସ୍ତୁରିବା ଗାନ୍ଧୀ ବାଳିକା ବିଦ୍ୟାଳୟକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri