ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ଗାନ ସମୟରେ ପାଳନ କରାଯିବ ଏସବୁ ନିୟମ

ଭୁବନେଶ୍ୱର,୭ା୬(ବ୍ୟୁରୋ): ରବିବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ତେବେ ଏହାକୁ ଗାଇବା ସମୟରେ କେଉଁସବୁ ନିୟମ ପାଳନ କରାଯିବ ସେ ସମ୍ପର୍କରେ ଆସନ୍ତୁ ଜାଣିବା…

୧. କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ସମ୍ପୂର୍ଣ୍ଣ ଗୀତଟି ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ଭାବେ ଗ୍ରହଣ କରାଗଲା।

୨. ଗାୟନର ଅନୁମୋଦିତ ସ୍ବର, ଶୈଳୀ, ରେକର୍ଡିଂ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସ୍ଥିର କରିବ।

୩. ଗାୟନର ଅବଧି, ସ୍ବର ତଥା ଶୈଳୀ ରେକର୍ଡିଂ ଅନୁଯାୟୀ ନିର୍ଦ୍ଧାରିତ ହେବ।

୪. ସରକାରୀ କାର୍ଯ୍ୟକ୍ରମ, ବିଧାନସଭା ଅଧିବେଶନରେ ଏହି ସଙ୍ଗୀତ ଗାନ କରାଯିବ।

୫. ଶିକ୍ଷାନୁଷ୍ଠାନ, ସଭାସମିତିରେ ମଧ୍ୟ ଗାନ କରାଯିବ।

୬. ଉଦ୍‌ଘାଟନୀ, ଉଦ୍‌ଯାପନୀ, ଉଦ୍‌ବୋଧନୀ ସଙ୍ଗୀତ ଭାବେ ଗାନ କରାଯିବ।

୭. ପୋଲିସ ବ୍ୟାଣ୍ଡ୍‌, ବଂଶୀ, ସୀତାର ବାଦ୍ୟଯନ୍ତ୍ରରେ ମଧ୍ୟ ପରିବେଷଣ କରାଯିବ।

୮. ପ୍ରଚାର ଓ ପ୍ରସାର ପାଇଁ ସୃଜନାତ୍ମକ ପରିବେଷଣ ଉପରେ କଟକଣା ନାହିଁ।

୯. ସ୍କୁଲ, କଲେଜ ପାଠ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବା ଲାଗି ନିର୍ଦ୍ଦେଶ।

୧୦. ରାଜ୍ୟ ସଙ୍ଗୀତ ଗାନ ସମୟରେ ସମସ୍ତେ ଦଣ୍ଡାୟମାନ ରହିବେ।

୧୧. ରାଜ୍ୟ ସଙ୍ଗୀତ ଗାନ ସମୟରେ ବୃଦ୍ଧ, ଭିନ୍ନକ୍ଷମ, ଅସୁସ୍ଥ, ଗର୍ଭବତୀ ନମ୍ର ଭାବରେ ବସି ସମ୍ମାନ ଜଣାଇବେ।


Enter your email to get our daily news in your inbox.

All Right Reserved By Dharitri.Com

କୋହଲି ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ,…

ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ପାରିବେନି କୌଣସି ଅଧିକାରୀ

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ): ଆସନ୍ନ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲାପାଳ ଅମ୍ରିତ ଋତୁରାଜ ସୂଚନା ଦେଇଛନ୍ତି। ଏ…

ପେଲେଟ୍ ଗନ୍ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ, SOP ନେଇ କେନ୍ଦ୍ରକୁ…

ନୂଆଦିଲ୍ଲୀ,୩୦।୭: ସୁପ୍ରିମକୋର୍ଟ ପେଲେଟ୍ ଗନ୍ ବ୍ୟବହାର ନେଇ SOP ସମ୍ପର୍କରେ କେନ୍ଦ୍ର ସରକାରଙ୍କ ଠାରୁ ଜବାବ ମାଗିଛନ୍ତି । କୋର୍ଟ ସୂଚିତ କରିଥିଲେ ଯେ ପେଲେଟ୍ ଗନ୍…

ମହିଳା ସଶକ୍ତିକରଣ ସମ୍ପର୍କିତ ‘ଶକ୍ତିଶ୍ରୀ’ କର୍ମଶାଳା

ଦିଗପହଣ୍ଡି,୩୦ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ ମହିଳା ସଶକ୍ତିକରଣ ସମ୍ପର୍କିତ ଶକ୍ତିଶ୍ରୀ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ…

ମଦରେ ବିଷ ମିଶାଇ ସ୍ବାମୀଙ୍କୁ ହତ୍ୟା; ୧୨ ଫୁଟ୍ ଗଭୀର ଗାତରେ ପୋତିଦେଲେ, ୨ ବର୍ଷ ପରେ ଖୋଲିଲା

ଗାନ୍ଧୀନଗର,୩୦।୭: ଚଳଚ୍ଚିତ୍ରଗୁଡ଼ିକ ମନୋରଞ୍ଜନ ପାଇଁ ପ୍ରସ୍ତୁତ ହୋଇଥିବା ବେଳେ କିଛି ଚତୁର ବ୍ୟକ୍ତି ଏହାକୁ ଆଧାର କରି ଅପରାଧ ଘଟାଇବା ପାଇଁ ନୂତନ ଉପାୟ ବାହାର କରିଛନ୍ତି।…

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା…

ଶୌଚ ସାରି ଫେରୁଥିଲେ ରୁକୁଣୀ, ହଠାତ୍‌ ଉପରେ ପଡ଼ିଲା କାନ୍ଥ: ଆଉ ତା’ପରେ…

ଗୁଣପୁର, ୩୦।୭( ସୁଜାତା ପାଢ଼ୀ): ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ଅଧିନ ବାଘ ଡ଼ଙ୍ଗରି ଗ୍ରାମର ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଷୁଡି ପଡିବା…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri