ରାଜ୍ୟ ସଭାକୁ ନିରଞ୍ଜନ ବିଶି ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭୁବନେଶ୍ୱର, ୭ା୬(ବ୍ୟୁରୋ):ନିରଞ୍ଜନ ବିଶି ରାଜ୍ୟ ସଭାକୁ ନିଦର୍‌ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ସୋମବାର ପ୍ରାର୍ଥତ୍ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଥିଲା। ମିଳିଥିବା ସୂଚନା ମୁତାବକ, ଅପରାହ୍ନ ୩ଟା ସୁଦ୍ଧା କେହି ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରି ନ ଥିଲେ। ସଂଖ୍ୟା ଦୃଷ୍ଟିରୁ ଭାଜପା ଓ କଂଗ୍ରେସ ଉପନିର୍ବାଚନ ପାଇଁ କୌଣସି ପ୍ରାର୍ଥୀ ଦେଇ ନ ଥିଲେ। ଏଥିଯୋଗୁ ନିରଞ୍ଜନ ନିର୍ଦ୍ୱନ୍ଦ୍ୱରେ ରାଜ୍ୟ ସଭାକୁ ନିର୍ବାଚିତ ହୋଇଛନ୍ତି। ରାଜ୍ୟ ସଭା ସଦସ୍ୟ ସୁବାସ ସିଂ ଇସ୍ତଫା ଦେବା ପରେ ଉପନିର୍ବାଚନ ଲାଗି ନିରଞ୍ଜନ ପ୍ରାର୍ଥୀ ହୋଇଥିଲେ। ରାଜ୍ୟ ସଭା ରିଟର୍ନିଂ ଅଫିସର ନିରଞ୍ଜନଙ୍କୁ ରାଜ୍ୟ ସଭା ପାଇଁ ପ୍ରମାଣପତ୍ର ଦେଇଛନ୍ତି। ଆସନ୍ତା ୩ ବର୍ଷ ଲାଗି ସେ ରାଜ୍ୟ ସଭାକୁ ନିର୍ବାଚିତ ହୋଇଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ, ଜୁନ୍‌ ୪ ତାରିଖରେ ମାନସ ରଞ୍ଜନ ମଙ୍ଗରାଜ, ସୁଲତା ଦେଓ ଏବଂ ସସ୍ମିତ୍‌ ପାତ୍ର ମଧ୍ୟ ନିର୍ଦ୍ୱନ୍ଦ୍ୱରେ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର, ଶିବୁ ସୋରେନଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ, ୬୬ ଜଣଙ୍କୁ ସମ୍ମାନୀତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୫: ସୋମବାର ସାରେ ରାଷ୍ଟ୍ରପତି ଭବନର ଦରବାର ହଲରେ ପଦ୍ମ ପୁରସ୍କାର ସମାରୋହ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ଜଣ ବିଶିଷ୍ଟ…

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ତାପମାତ୍ରା ୪୦ ଡିଗ୍ରୀ: ମିଳୁନି ପିଇବା ପାଣି, ଗରା, ବାଲଟି ଓ ଡେକଚି ଧରି…

ପାଟଣା, ୨୫।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିଅସ୍‌କୁ ଛୁଇଁଥିବା ବେଳେ ପାଟଣା ବ୍ଲକ୍ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତର ବଣମହୁଳଡିହା ପାତୁଳୁ…

ସୌମ୍ୟ ମୃତ୍ୟୁ: ବିବାଦୀୟ ADGଙ୍କ ବଦଳି, ମା ଆଣିଥିଲେ ସାଂଘାତିକ…

ଭୁବନେଶ୍ୱର,୨୨।୫: ବରିଷ୍ଠ ଆଇପିଏସ୍ ଅଧିକାରୀ ଦୟାଲ ଗଙ୍ଗୱାରଙ୍କ ବଦଳି କରାଯାଇଛି। ତାଙ୍କୁ ADGP (କମ୍ୟୁନିକେସନ) ପଦରୁ ହଟାଯାଇ ଗୃହ ବିଭାଗରେ OSD (ଅଫିସର ଅନ୍ ସ୍ପେସିଆଲ୍ ଡ୍ୟୁଟି)…

ପୂର୍ବତନ କ୍ରିକେଟର ଆକାଶ ଚୋପ୍ରାଙ୍କ ବଡ଼ ଦାବି: ବଦଳିବେ ଏହି ୪ଦଳର ଅଧିନାୟକ

ନୂଆଦିଲ୍ଲୀ,୨୫।୫: ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ଏକ ବଡ଼ ଦାବି କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ’X’ରେ ଏକ ଭିଡିଓ ସେୟାର କରି IPLର…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

୧୫୦ ହଜିଥିବା ମୋବାଇଲ୍  ହିତାଧିକାରୀଙ୍କୁ ହସ୍ତାନ୍ତର: ୧୬ ମାସ ପୂର୍ବରୁ ହଜିଯାଇଥିବା ଆଇଫୋନ୍‌ ଫେରିପାଇଲେ…

ଭଞ୍ଜନଗର, ୨୫।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପୋଲିସ ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍‌ ମଧ୍ୟରୁ ମୋଟ ୧୫୦ଟି ଫୋନ୍ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri