Categories: ଜାତୀୟ

ରାଜ୍ୟ ସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ପାଶଓ୍ବାନ

ପାଟନା,୨୧।୬: କେନ୍ଦ୍ର ମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି ମୁଖ୍ୟ ରାମ ଭିଳାଶ ପାଶଓ୍ବାନ ରାଜ୍ୟ ସଭା ପାଇଁ ଏନ୍‌ଡିଏ ପ୍ରାର୍ଥୀ ଭାବେ ବିହାରରୁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ପାଶଓ୍ବାନ ପ୍ରାର୍ଥିପତ୍ର ଦାଖଲ କରିବା ସମୟରେ ତାଙ୍କ ସହ ଜେଡିୟୁ ମୁଖ୍ୟ ତଥା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ ରାଜ୍ୟ ସଭାରୁ ଲୋକ ସଭା ଯିବା ପରେ ସେହି ଆସନଟି ଖାଲି ହୋଇଛି।

Share