Posted inରାଜ୍ୟ

ରାଜ୍ୟ ସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୧।୬: ରାଜ୍ୟ ସଭା ପାଇଁ ବିଜୁ ଜନତା ଦଳ(ବିଜେଡି) ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକ ଶୁକ୍ରବାର ପ୍ରାର୍ଥୀ ଘୋଷଣା କରିଛନ୍ତି। ଏମାନଙ୍କ ମଧ୍ୟରେ ରହିଛନ୍ତି, ବିଜେଡି ନେତା ତଥା ଆଇଟି ସେଲ୍‌ ମୁଖ୍ୟ ଅମର ପଟ୍ଟନାୟକ ଓ ଦଳୀୟ ମୁଖପାତ୍ର ସସ୍ମିତ ପାତ୍ର । ସେହିପରି ଭାଜପା ପକ୍ଷରୁ ପୂର୍ବତନ ପ୍ରଶାସନିକ ଅଧିକାରୀ ଅଶ୍ୱିନୀ ବୈଷ୍ଣବଙ୍କ ନାମ ଘୋଷଣା କରାଯାଇଥିଲା। ତାଙ୍କ ପ୍ରାର୍ଥୀତ୍ୱକୁ ବିଜେଡି ପକ୍ଷରୁ ସମର୍ଥନ ଦିଆଯାଇଛି। ଅଶ୍ୱିନୀ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କର ବ୍ୟକ୍ତିଗତ ସଚିବ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯(ପ୍ରଭୁକଲ୍ୟାଣ ପାଲ): କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ…

ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ…

elections

ନିର୍ବାଚନ କମିଶନଙ୍କ ବଡ଼ ଘୋଷଣା: ୬ ଆସନରେ ହେବ ଉପନିର୍ବାଚନ; ଜାଣନ୍ତୁ କେବେ, କେଉଁଠି…

ନୂଆଦିଲ୍ଲୀ,୭।୯: ଦେଶର ୬ଟି ଆସନରେ ଉପନିର୍ବାଚନନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ୪ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫ଟି ବିଧାନସଭା ଆସନ…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri