ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ: କରୋନା ପରୀକ୍ଷା ପରେ ହିଁ ପ୍ରବାସୀଙ୍କୁ ଓଡ଼ିଶା ଫେରିବାକୁ ଅନୁମତି ମିଳୁ

କଟକ ଅଫିସ,୭।୫- ଓଡ଼ିଶାକୁ ଫେରିବା ପାଇଁ ପଞ୍ଜିକରଣ କରିଥିବା ପ୍ରବାସୀମାନଙ୍କୁ କରୋନା ପରୀକ୍ଷା(ଆର୍‌ଟି-ପିସିଆର୍‌) ପରେ ହିଁ ଫେରିବା ପାଇଁ ଅନୁମତି ଦିଆଯାଉ। ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ଗୁରୁବାର ରାଜ୍ୟ ସରକାରଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ନାରାୟଣ ଚନ୍ଦ୍ର ଜେନାଙ୍କ ପକ୍ଷରୁ ଦାଏର ହୋଇଥିବା ମାମଲାର ଶୁଣାଣି କରି ବିଚାରପତି ଜଷ୍ଟିସ କୁମାରୀ ସଞ୍ଜୁ ପଣ୍ଡା ଏବଂ ଜଷ୍ଟିସ କେ. ଆର୍‌. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ଯେଉଁ ରାଜ୍ୟରୁ ପ୍ରବାସୀମାନେ ଓଡିଶା ଫେରିବାକୁ ଚାହୁଁଛନ୍ତି, ସେଇ ରାଜ୍ୟରେ କରୋନା ପରୀକ୍ଷା କରାଯିବ। ରିପୋର୍ଟ ନେଗେଟିଭ୍‌ ଆସିଲେ ହିଁ ଓଡ଼ିଶା ଫେରିବା ପାଇଁ ଅନୁମତି ଦିଆଯାଉ। ପଜେଟିଭ ଆସିଲେ, ସେହି ସ୍ଥାନରେ ରଖି ଚିକିତ୍ସା କରାଯାଉ। ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ପୁଣି ନୂଆ ଭିଡିଓ ଶେୟାର କରି ବଡ଼ ଘୋଷଣା କଲେ ମୋଦି, ଗଠନ ହେଲା…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିକ୍ଷା ସଂସ୍କାରକୁ ନେଇ ଗମ୍ଭୀର ନଜର ଆସୁଛନ୍ତି। ପ୍ରଥମେ NTAରେ ପ୍ରଶାସନିକ ପରିବର୍ତ୍ତନ ସହିତ ପୂର୍ବତନ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri