ରାଜ୍ୟ ସରକାରଙ୍କ କୋଭିଡ ହେଲ୍ପ ଡେସ୍କ ଶୁଭାରମ୍ଭ: ହ୍ବାଟ୍‌ସଆପ୍‌ରେ ମିଳିପାରିବ କରୋନା ସମ୍ପର୍କିତ ସୂଚନା

ଭୁବନେଶ୍ୱର, ୨୨।୪(ବ୍ୟୁରୋ): କରୋନା ମହାମାରୀ ସହ ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ଲୋକଙ୍କ ପାଖରେ କରୋନା ସମ୍ପର୍କିତ ତଥ୍ୟ ପହଞ୍ଚାଇବାକୁ ରାଜ୍ୟ ସରକାର ଉଦ୍ୟମ କରିଛନ୍ତି। ଏ ନେଇ ଏକ ହ୍ବାଟ୍‌ସ ଆପ୍‌ ଗ୍ରୁପ୍‌ ତିଆରି କରାଯାଇଛି। ‘ଓଡ଼ିଶା ସରକାର ହ୍ବାଟ୍‌ସଆପ୍‌ ଇନ୍‌ଫୋ ଡେସ୍କ’ ନାମକ ଏହି ଗ୍ରୁପ୍‌କୁ ବୁଧବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। bit.ly/OGC Covid ହ୍ବାଟ୍‌ସ ଆପ୍‌ର ନମ୍ବର ହେଉଛି ୯୩୩୭୯୨୯୦୦୦। ହ୍ବାଟ୍‌ସ ଆପ୍‌ରେ ପ୍ରଥମେ Hl ଲେଖି ପଠାଇ ଦେଲେ ସୂଚନା ପହଞ୍ଚିଯିବ। ହେଲ୍ପ ଡେକ୍ସ ଶୁଭାରମ୍ଭ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌କରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଦ୍ଧିକ୍ରିୟା ଭୋଜି ଖାଇ ​ସୁନାଖାଏନ ଗାଁରେ ଝାଡ଼ାବାନ୍ତି ଆତଙ୍କ, ଚାଲିଗଲା ୨ଜଣଙ୍କ ଜୀବନ

​ଝାରସୁଗୁଡ଼ା/ଲଖନପୁର,୨୪ା୫(ଆଶିଷ ରଞ୍ଜନ ଦାଶ/ଗୌତମ ସାହୁ ): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଅତାବିରା ଗ୍ରାମ ପଞ୍ଚାୟତ ସୁନାଖାଏନ ଗ୍ରାମରେ ଝାଡ଼ାବାନ୍ତିର ଆତଙ୍କ ଦେଖାଦେଇଛି । ଏହି ରୋଗରେ…

ଏମିତି ଘୋଷଣା କଲା ଇରାନ ଖୁସି ହୋଇଗଲା ସାରା ବିଶ୍ୱ, ଏଥର ଶେଷ ହେବ ଯୁଦ୍ଧ!

ନୂଆଦିଲ୍ଲୀ/ତେହରାନ,୨୪।୫: ଭାରତରେ ଇରାନର ସର୍ବୋଚ୍ଚ ନେତାଙ୍କ ପ୍ରତିନିଧି ଡକ୍ଟର ଅବଦୁଲ ମାଜିଦ ହାକିମ ଏଲାହିଙ୍କ ଏକ ବିବୃତ୍ତି ଅନ୍ତର୍ଜାତୀୟ ରାଜନୀତିରେ ଏକ ନୂତନ ଆଲୋଚନାର ସୂତ୍ରପାତ କରିଛି।…

ଚଳନ୍ତାଗାଡ଼ିରୁ ବାହାରିଗଲା ଚକା, ରାସ୍ତାକଡ଼ ଦୋକାନ ଭିତରେ ପଶିଯିବାରୁ…

ମୋହନା,୨୪ା୫(ମନ୍ମଥ ମିଶ୍ର): ହରିହର ନାମକ ଯାତ୍ରୀବାହୀ ଘରୋଇ ବସ୍‌ ( ଓଡି ୦୭ ଜେଡ୍‌ ୦୫୯୯ ) ବ୍ରହ୍ମପୁରଠାରୁ କାଟିଙ୍ଗା ୩୦ ଜଣ ଯାତ୍ରୀଙ୍କୁ ନେଇ ଯିବା…

UPSC ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଙ୍କୁ ଗଣବଳାତ୍କାର, ତିନି ଦିନ ଧରି ବନ୍ଦୀ କରି ସାଙ୍ଗ….

ଲକ୍ଷ୍ନୌ,୨୪।୫: ଲକ୍ଷ୍ନୌରେ ଏକ ଗଣବଳାତ୍କାର ମାମଲା ସାମ୍ନାକୁ ଆସିଛି । ଦିଲ୍ଲୀରେ UPSC ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଯୁବତୀଙ୍କୁ ସାଙ୍ଗମାନେ ବଳାତ୍କାର କରିଥିବା ନେଇ…

ଭାରତର ମାଷ୍ଟରଷ୍ଟ୍ରୋକ୍‌, ଅଡୁଆରେ ଚାଇନା

ନୂଆଦିଲ୍ଲୀ,୨୪।୫: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଚାଇନାର ବୃଦ୍ଧି ପାଉଥିବା କାର୍ଯ୍ୟକଳାପ ଭାରତ ସମେତ ବିଶ୍ୱବ୍ୟାପୀ ଅନେକ ଦେଶ ପାଇଁ ଚିନ୍ତାର କାରଣ ପାଲଟିଛି। ଚାଇନା ଯୁଦ୍ଧଜାହାଜ ଏବଂ…

ବାହା ହୋଇପାରୁନଥିଲା ପୁଅ, ରାଗିଯାଇ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ମୁମ୍ବାଇ,୨୪ା୫: ପୁଅକୁ ବିବାହ କରାଇପାରିଲାନି ମା’ । ରିକ୍ସା ଚାଳକ ପୁଅ ନିଜ ବୃଦ୍ଧା ମା’ଙ୍କ ଉପରେ ଏକ ଜ୍ୱଳନଶୀଳ ପଦାର୍ଥ ଢାଳି ନିଆଁ ଲଗାଇ ଦେଇଥିବା…

ପୁଣି ଲଜ୍ଜିତ ହେଲା ୟୁପି! ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଚିୟରଲିଡର୍ସଙ୍କୁ ଦୁର୍ବବ୍ୟହାର, ଦେଖନ୍ତୁ Video

ଲକ୍ଷ୍ନୌ,୨୪।୫: ବର୍ତ୍ତମାନ, ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ପାଇଁ ସାରା ଭାରତରେ ଉତ୍ସାହ ଲାଗି ରହିଛି। ଦେଶର ବିଭିନ୍ନ ରାଜ୍ୟରେ 2026 ସିଜିନ ପାଇଁ ମ୍ୟାଚ…

‘ମୋତେ ମୂର୍ଖ କୁହ ନାହିଁ – ମୋତେ ଏକଛତ୍ରବାଦୀ କୁହ’: ଜାଣନ୍ତୁ କାହିଁକି ଏମିତି କହିଲେ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୪।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ଟ୍ରମ୍ପ ମନ୍ତବ୍ୟ ଦେଇଛନ୍ତି ଯେ ତାଙ୍କୁ ‘ମୂର୍ଖ’ ବୋଲି କୁହାଯିବା ପସନ୍ଦ ନୁହେଁ; ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri